କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ିଲା, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି

କଟକ, ୧୭।୧୧: ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ଯାଏଁ କାର୍ଯ୍ୟକ୍ରମ ଚାଲି ପାରିବ। ସମୟ କଟକଣା ଯୋଗୁଁ ଗତ କାଲି ଅସୀମା ପଣ୍ଡାଙ୍କ ସୋ’ ଅଧାରୁ ବନ୍ଦ ହୋଇଥିଲା।

ସୂଚନା ଅନୁଯାୟୀ ବାଲିଯାତ୍ରା କଟକ ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧା ନ ଉପୁଜିବା ସଂକ୍ରାନ୍ତରେ ମାନ୍ୟବର ମୁଖ୍ୟମନ୍ତ୍ରୀ କଟକ ଜିଲାପାଳ ଓ ପୋଲିସ କମିଶନରଙ୍କ ସହ ଆଲୋଚନା କରିଛନ୍ତି। ତଦନୁଯାୟୀ କଟକ ଜିଲାପାଳ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ସମୟରେ ଆଉ ଅଧ ଘଣ୍ଟା ଅଧିକ ସମୟ ଡାକଵାଜି ଯନ୍ତ୍ର ବ୍ୟବହାର କରିବାକୁ ଅନୁମତି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri