ଡାଇବେଟିସ୍‌ ସମସ୍ୟା ଥିଲେ…

ଯଦି ଆପଣ ଡାଇବେଟିସ୍‌ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ। ଏହାବ୍ୟତୀତ ପରିସ୍ରାରେ ସୁଗାର କେତେ ରହୁଛି ତାହା ମଧ୍ୟ ପରୀକ୍ଷା କରାଇ ନିଅନ୍ତୁ।
ଡାଇବେଟିସ୍‌ ସମସ୍ୟା ଥିଲେ ପ୍ରତିବର୍ଷ ଆଉ କେତେକ ଆନୁଷଙ୍ଗିକ ପରୀକ୍ଷା କରାଇ ନେବା ଦରକାର। କିଡ୍‌ନୀ, ହାର୍ଟ ଏବଂ ଦୃଷ୍ଟିଶକ୍ତି କିପରି ରହୁଛି ତାହା ପରୀକ୍ଷା କରାଇ ନିଅନ୍ତୁ। ଏହାବ୍ୟତୀତ ରକ୍ତରେ କୋଲେଷ୍ଟରଲ ପରିମାଣ ମାପିବାକୁ ଭୁଲନ୍ତୁ ନାହିଁ।
ଏଭଳି ସମସ୍ୟା ରହିଲେ ନିୟମିତ ଔଷଧ ଖାଇବାକୁ ପଡ଼ିଥାଏ। ତେଣୁ ଡାକ୍ତର ପ୍ରେସକ୍ରିପ୍‌ସନରେ ଯେଭଳି ଔଷଧ ଖାଇବାକୁ ଉଲ୍ଲେଖ କରିଛନ୍ତି ତାହାକୁ ଅନୁସରଣ କରନ୍ତୁ। ମନକୁ ମନ ଏହି ଔଷଧ ବନ୍ଦ କରନ୍ତୁ ନାହିଁ।
ଜଣେ ଡାଇବେଟିସ୍‌ ରୋଗୀ ନିଜର ଦୈନନ୍ଦିନ ଜୀବନଶୈଳୀରେ ବ୍ୟାୟାମ ସାମିଲ କରିବା ନିହାତି ଦରକାର। ସକାଳୁ ଯେମିତି ହେଲେ ଅଧ ଘଣ୍ଟାଏ ଚାଲନ୍ତୁ।
ଉପରୋକ୍ତ ବିଷୟ ବ୍ୟତୀତ ନିଜର ଖାଦ୍ୟପେୟ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ। ନିଶାଦ୍ରବ୍ୟ ସେବନଠାରୁ ନିଜକୁ ଦୂରେଇ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri