ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍‌ଆଇଭିବି ଗ୍ରାଣ୍ଡ୍‌ କ୍ରସ୍‌ ସମ୍ମାନ’

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍‌ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ୍‌’ ପ୍ରଦାନ କରାଯାଇଛି। ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ପର୍ତ୍ତୁଗାଲର ପର୍ତ୍ତୋଠାରେ ୩୯ତମ ଏଫ୍‌ଆଇଭିବି ବିଶ୍ୱ କଂଗ୍ରେସ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କ୍ରୀଡ଼ା ବିଶେଷକରି ଭଲିବଲର ବିକାଶ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଡ. ସାମନ୍ତଙ୍କୁ ଏହି ସମ୍ମାନ ମିଳିଛି। ସମ୍ମାନ ପ୍ରଦାନ ସମାରୋହରେ ୨୨୨ ଦେଶରୁ ଆସିଥିବା ଭଲିବଲ ସଂଘର ସଭାପତି ତଥା ଅନ୍ୟ ପ୍ରତିନିଧିଙ୍କ ଉପସ୍ଥିତିରେ ଏଫ୍‌ଆଇଭିବି ସଭାପତି ଡ. ଆରି ଗ୍ରାସା ଏହି ସମ୍ମାନ ପ୍ରଦାନ କରିଥିଲେ। ନିକଟରେ ଡ. ଗ୍ରାସା କିଟ୍‌ ଓ କିସ୍‌ ପରିଦର୍ଶନରେ ଆସିଥିବା ବେଳେ ଏହି ସମ୍ମାନ ପ୍ରଦାନ ନେଇ ଘୋଷଣା କରିଥିଲେ। ସମ୍ମାନ ଗ୍ରହଣ କରି ଡ. ସାମନ୍ତ କହିଛନ୍ତି, ଏଫ୍‌ଆଇଭିବିର ସର୍ବୋଚ୍ଚ ସମ୍ମାନ ପାଇଁ ୨୨୨ଜଣଙ୍କ ମଧ୍ୟରୁ ମୋର ନାମକୁ ଅନୁମୋଦନ ମିଳିବା ଓ ଅତି ସ୍ନେହରେ ସମ୍ମାନ ପ୍ରଦାନ କରାଯାଇଥିବାରୁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ଋଣୀ। ଏହାର ଶ୍ରେୟ ସେ ଭଗବାନଙ୍କୁ ଦେବା ସହ ଏହି ସମ୍ମାନକୁ ଭାରତର ସମସ୍ତ କ୍ରୀଡ଼ାବିତ୍‌ ଓ କ୍ରୀଡ଼ାପ୍ରେମୀ ତଥା କିଟ୍‌ ଓ କିସକୁ ଉତ୍ସର୍ଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri