ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ।

ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri