ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି ଘଟଣାକୁ ନେଇ ବିଦ୍ୟାଳୟରୁ ସମ୍ପୃକ୍ତ ଛାତ୍ରଙ୍କୁ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି ମୋବାଇଲ, ୧୨୭୫ଟି ବ୍ୟାଟେରି, ୪୨୫ ଫୋନର…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ୮୩ ବର୍ଷ ବୟସ୍କ ବୃଦ୍ଧଙ୍କ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାରଣ ଉଭୟ ଦଳର ସେମିଫାଇନାଲ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା। ସେ ବିନା ଡାଏଲଗ୍‌ରେ ଏମିତି ଏକ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ ତାଲା ମାରି ରାଜ୍ୟ ବାହାରକୁ ଯାଇଛନ୍ତି…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ। ବୈଠକରେ ବରିଷ୍ଠ ଏନସିପି ନେତା ଦିଲୀପ ୱାଲସେ ପାଟିଲ ତାଙ୍କ ନାମ ପ୍ରସ୍ତାବ…

ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…

ମୁମ୍ବାଇ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍‌ ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଶରଦ ପାଓ୍ବାର ସୁନେତ୍ରାଙ୍କ ଶପଥ ଗ୍ରହଣ…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ବଛା ଯାଇଛି। ରାଜଭବନରେ ପ୍ରସ୍ତୁତି ଶେଷ ହୋଇଛି, ଏବଂ ଶପଥ ଗ୍ରହଣ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର କରିଛି। ସୁନେତ୍ରା ପାୱାର ତାଙ୍କ ସ୍ବାମୀଙ୍କ ଉପ-ମୁଖ୍ୟମନ୍ତ୍ରୀ ପଦବୀ ପୂରଣ କରିବାକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର ମୁଖ୍ୟ କୋଚ କ୍ରେଗ ଫୁଲଟନ ମନପ୍ରୀତ ସିଂହଙ୍କ ସପକ୍ଷରେ ବାହାରି ହକି ଇଣ୍ଡିଆ…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ…

ଭେନେଜୁଏଲା ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ, ଜାରିହେଲା ଜରୁରୀ ସ୍ଥିତି

ନ୍ୟୁୟର୍କ,୩୧ା୧:ଭେନେଜୁଏଲା ପରେ ଏବେ ଅନ୍ୟତମ କାରିବିଆନ ରାଷ୍ଟ୍ର କ୍ୟୁବା ଉପରେ ଟ୍ରମ୍ପଙ୍କ ଦୃଷ୍ଟି ପଡ଼ିଛି। କ୍ୟୁବାକୁ ଏକଘରିକିଆ କରିବାକୁ ଟ୍ରମ୍ପ ଏହି ଦେଶ ଉପରେ ଜରୁରିକାଳୀନ ସ୍ଥିତି ଘୋଷଣା କରିଛନ୍ତି। ଏନେଇ ସେ ଏକଜିକ୍ୟୁଟିଭ୍‌ ଅର୍ଡର ଜାରି କରିବା ସହିତ ଆମେରିକାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri