Posted inଖେଳ

କୋକେନ ବ୍ୟବହାର କରୁଥିଲେ ଏହି କ୍ରିକେଟର୍‌: ଲାଗିଲା ବ୍ୟାନ୍‌

ନୂଆଦିଲ୍ଲୀ,୧୮।୧୧:ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର ଡଗ ବ୍ରେସୱେଲ କୋକେନ ବ୍ୟବହାରକୁ ନେଇ ପାଇଁ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡଗ୍‌ ବ୍ରେସ୍‌ଓ୍ବେଲ ଇତିମଧ୍ୟରେ କ୍ରିକେଟରୁ ୧ମାସ ବାସନ୍ଦ ଦଣ୍ଡ ଭୋଗି ସାରିଛନ୍ତି। ମାତ୍ର ନ୍ୟୁଜିଲାଣ୍ଡ ସ୍ପୋର୍ଟ ଇଣ୍ଟିଗ୍ରିଟି କମିଶନ ସୋମବାର ପ୍ରଥମ ଥର ଏହା ସର୍ବସାଧାରଣରେ ପ୍ରକାଶ କରିଛନ୍ତି। ଚଳିତବର୍ଷ ଜାନୁଆରୀରେ ଓ୍ବେଲିଂଟନ ବିପକ୍ଷ ସେଣ୍ଟ୍ରାଲ ଡିଷ୍ଟ୍ରିକ୍ଟ ଟି୨୦ ମ୍ୟାଚ ପରେ ୩୪ ବର୍ଷୀୟ ବ୍ରେସ୍‌ଓ୍ବେଲଙ୍କ ଡୋପ୍‌ ଟେଷ୍ଟ ହୋଇଥିଲା। ତାଙ୍କଠାରୁ ନିଆଯାଇଥିବା ନମୁନାରେ ନିଷିଦ୍ଧ ଦ୍ରବ୍ୟ ଠାବ କରାଯାଇଥିଲା। ବ୍ରେସ୍‌ଓ୍ବେଲ ଏହି ମ୍ୟାଚରେ ପ୍ଲେୟର ଅଫ୍‌ ସି ମ୍ୟାଚ ବିବେଚିତ ହୋଇଥିଲେ। ସେ ୨୧ରନ ବିନିମୟରେ ୨ଟି ଉଇକେଟ ନେଇଥିବା ବେଳେ ମାତ୍ର ୧୧ ବଲ୍‌ରୁ ୩୦ ରନ କରି ଅପରାଜିତ ରହିଥିଲେ। ଏଥିସହିତ ସେ ଦୁଇଟି ସୁନ୍ଦର କ୍ୟାଚ ମଧ୍ୟ ନେଇଥିଲେ। ସ୍ପୋର୍ଟ ଇଣ୍ଟିଗ୍ରିଟି କମିଶନ ଟେ କାହୁ ରାଉନୁଇ କହିଛନ୍ତି। ନ୍ୟୁଜିଲାଣ୍ଡ ପକ୍ଷରୁ ୨୦ଟି ଟେଷ୍ଟରେ ପ୍ରତିନିଧିତ୍ୱ କରିଥିବା ବ୍ରେସ୍‌ଓ୍ବେଲ ପ୍ରତିଯୋଗିତା ବାହାରେ କୋକେନ ସେବନ କରିଥିବାରୁ ଏହା ଖେଳ ସମ୍ପର୍କିତ ନୁହେଁ। ଖବର ଅନୁସାରେ ବ୍ରେସ୍‌ଓ୍ବେଲଙ୍କୁ ପ୍ରକୃତରେ ୩ ମାସ ବାସନ୍ଦ କରାଯାଇଥିଲା। ମାତ୍ର ଏକ ଟ୍ରିଟ୍‌ମେଣ୍ଟ ପ୍ରୋଗ୍ରାମ୍‌ ଶେଷ କରି ବା ପରେ ମିଆଦକୁ ଏକ ମାସ ହ୍ରାସ କରାଯାଇଥିଲା। ଏହା ପିଛିଲା ୨୦୨୪ ଏପ୍ରିଲରୁ ଲାଗୁ କରାଯାଇଥିଲା। ବାସନ୍ଦ ଦଣ୍ଡ ଭୋଗି ସାରିଥିବାରୁ ବ୍ରେସ୍‌ଓ୍ବେଲ ଏଣିକି ପୁନର୍ବାର କ୍ରିକେଟ ଖେଳିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri