Posted inଖେଳ

ମହିଳା ଏସୀୟ ହକି: ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ଚାମ୍ପିଅନ୍

ନୂଆଦିଲ୍ଲୀ,୨୦।୧୧: ବିହାରରେ ଅନୁଷ୍ଠିତ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ୨୦୨୪ରେ ଫାଇନାଲରେ ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ବିଜୟୀ ହୋଇଛି। ମ୍ୟାଚର ଏକମାତ୍ର ଗୋଲ ଦୀପିକା ଭାରତ ପାଇଁ ତୃତୀୟ କ୍ୱାର୍ଟରରେ କରିଥିଲେ। ଏହି ଗୋଲଟି ପେନାଲଟି କର୍ଣ୍ଣରରୁ ଆସିଥିଲା। ଏହାପୂର୍ବରୁ ଦୀପିକା ଏକ ପେନାଲଟି କର୍ଣ୍ଣରରେ ବିଫଳ ହୋଇଥିଲେ ମଧ୍ୟ ଆଉ ଏକ ସୁଯୋଗକୁ ହାତଛଡ଼ା ନ କରି ଗୋଲ କରିଥିଲେ। ଲଗାତାର ଦ୍ୱିତୀୟଥର ପାଇଁ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିବାର ସକ୍ଷମ ହୋଇଛି। ଯେତେବେଳେ କି କୋଚ୍ ହରେନ୍ଦ୍ର ସିଂହଙ୍କ ନେତୃତ୍ୱରେ ଦଳ ପାଇଁ ଏହା ପ୍ରଥମ ଟ୍ରଫି।

ସ୍କୋରଲାଇନ୍ ଏହା ଦର୍ଶାଉଛି ଯେ ଏହି ମ୍ୟାଚ୍ ଏକ କଡ଼ା ପ୍ରତିଯୋଗିତାପୂର୍ଣ୍ଣ ଥିଲା । ପ୍ରତ୍ୟେକ ମୁକାବିଲା ପରି, ତୃତୀୟ କ୍ୱାର୍ଟରରେ ଭାରତ ଗିଅର୍ ବଦଳାଇ ମ୍ୟାଚ୍ ନିୟନ୍ତ୍ରଣକୁ ନେଇଥିଲା। ତେବେ ଭାରତ ପାଇଁ ଏହି ମ୍ୟାଚ୍ ସହଜ କରିଥିବାରୁ ଏହାର ଶ୍ରେୟ ଚାଇନାକୁ ଯିବ। ଦୀପିକା ଟୁର୍ନାମେଣ୍ଟ ଯୋଗ୍ୟତା ପର୍ଯ୍ୟାୟରେ ୧୧ ଗୋଲ ଦେଇ ଟେବୁଲର ଶୀର୍ଷରେ ରହିଥିଲେ ଏବଂ ପ୍ଲେୟାର ଅଫ୍ ଟୁର୍ନାମେଣ୍ଟ ପୁରସ୍କାର ପାଇଥିଲେ। ଏଥିସହିତ ଫାଇନାଲ ମୁକାବିଲାରେ ମଧ୍ୟ ସେ ଭାରତ ପାଇଁ ମ୍ୟାଚର ଏକମାତ୍ର ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri