Posted inଜାତୀୟ

ଏଥର ମହାରାଷ୍ଟ୍ର ଉଡାଇବ ହୋସ୍‌, ଜଣାପଡିଲା ଅସଲ ଖେଳ!

ନୂଆଦିଲ୍ଲୀ,୨୨।୧୧: ରାତି ପାହିଲେ ମହାରାଷ୍ଟ୍ର-ଝାଡଖଣ୍ଡର ଆସିବ ରେଜଲ୍ଟ। ଏନେଇ ଏବେଠାରୁ ନେତାଙ୍କ ଛାତି ଧକ୍‌ ଧକ୍‌ ହେଲାଣି। ସେପଟେ ନୂଆ ନୂଆ ଆସିଥିବା ଏକଜିଟ୍‌ ପୋଲ୍‌ ନେତାଙ୍କ ହୋସ୍‌ ଉଡେଇ ଦେଇଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟର ସହଜ ବିଜୟ ହେବ ବୋଲି ପ୍ରଦୀପ ଗୁପ୍ତାଙ୍କ ନେତୃତ୍ୱାଧୀନ ଆକ୍ସିସ ମାଇ ଇଣ୍ଡିଆ ପୂର୍ବାନୁମାନ କରିଛି। ମହାରାଷ୍ଟ୍ରରେ ମତଦାନ ଦିନ ବୁଧବାର ଅଧିକାଂଶ ସଂସ୍ଥା ନିଜର ବୁଥ ବାହୁଡା ମତ ପ୍ରକାଶ କରିଥିବା ବେଳେ ଗୁପ୍ତା ଏକ ବିସ୍ତୃତ ଚିତ୍ର ଉପସ୍ଥାପନ କରିବାକୁ ଗୋଟିଏ ଦିନ ଅଧିକ ସମୟ ନେଇଥିଲେ।

ଆକ୍ସିସ ମାଇ ଇଣ୍ଡିଆ ପକ୍ଷରୁ ପ୍ରକାଶିତ ଏକଜିିଟ ପୋଲ ଅନୁଯାୟୀ ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ ମହାୟୁତି ମେଣ୍ଟକୁ ୧୭୮ରୁ ୨୦୦ ଆସନ ମିଳିବା ସମ୍ଭାବନା ରହିଛି। ସେପଟେ ଏମଭିଏ ୮୨ରୁ ୧୦୨ ଆସନ ମିଳିପାରେ। ଏହାବ୍ୟତୀତ ମହାୟୁତିକୁ ୪୮ ପ୍ରତିଶତ ଓ ଏମଭିଏକୁ ୩୭ ପ୍ରତିଶତ ଭୋଟ ମିଳିବ ବୋଲି ଏଥିରେ କୁହାଯାଇଛି।

ଅନ୍ୟପକ୍ଷରେ ଟୁଡେଜ ଚାଣକ୍ୟର ଆକଳନ ଅନୁସାରେ, ମହାରାଷ୍ଟ୍ରରେ ମହାୟୁତି ଅତି କମ୍‌ରେ ୧୭୫ଟି ଆସନ ଜିତିବ ଏବଂ ଏମଭିଏ ୧୦୦ଟି ଆସନ ପାଇପାରେ। ଅନ୍ୟମାନଙ୍କୁ ପ୍ରାୟ ୧୩ଟି ଆସନ ମିଳିପାରେ ବୋଲି ସର୍ଭେ କହିଛି॥


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri