ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୨୪।୮- ରାଜ୍ୟର ସର୍ବପୁରାତନ ସହର ଭାବେ ବିବେଚିତ ବାରିପଦା ସହରରେ ଏବେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛିି। ଏଥିରେ ସୁଧାର ଆଣିବା ପାଇଁ ଜିଲା ପ୍ରଶାସନ ନା ପୋଲିସ ପ୍ରଶାସନ କେହିବି ଉଦ୍ୟମ କରୁ ନାହାନ୍ତି। ଏହାର ସମାଧାନ ପାଇଁ ପଦକ୍ଷେପ ନେବାକୁ କିଛି ଯୁବ ସାମାଜିକ କର୍ମୀ ଦାବି କରିଛନ୍ତି। ଯୁବ ସାମାଜିକ କର୍ମୀ ବିପ୍ଳବ କୁମାର ଦାଶ ଓ ଉତ୍ତମ କୁମାର ଦାଶଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳ ବିନିତ ଭରଦ୍ୱାଜଙ୍କୁ ସାକ୍ଷାତ କରି ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ସମ୍ପର୍କିତ ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତିି। ଦାବି ମୁତାବକ ଛଉ ପଡିଆ ସ୍ଥିତ ଅରବିନ୍ଦ ସ୍କୁଲ ନିକଟରେ ଏକ ଟ୍ରାଫିକ ପୋଷ୍ଟ ସ୍ଥାପନ, ପ୍ରାଣୀ ଚିକିତ୍ସାଳୟରୁ ଖିମଜୀ ରାସ୍ତାରେ ଥିବା ବେଆଇନ ପାକର୍ିଂକୁ ନିୟନ୍ତ୍ରିତ କରିବା, ସତ୍ୟସାୟୀ ଛକରୁ ଦାରୋଗାଡାହି ମଧ୍ୟରେ ଥିବା ବେଆଇନ ପାର୍କିଂ ଉଚ୍ଛେଦ, ଉଠାଦେକାନୀଙ୍କ ଥଇଥାନ କରିବା ଏବଂ ସହରରେ ଥିବା ବଡ ବଡ ଶପିଂମଲ୍‌ର ପାର୍କିଂ ବ୍ୟବସ୍ଥା ଯାଞ୍ଚ କରିବା ଦାବି କରିଥିଲେ। ସେହିପରି ଛଉ ପଡିଆରେ ଅସାମାଜିକ ଯୁବକମାନେ ଆଡ୍ଡା ଜମାଉଥିବାରୁ ଏ ଦିଗରେ ମଧ୍ୟ ଦୃଷ୍ଟି ଦେବାକୁ ସେମାନେ ଦାବି କରିଥିଲେ। ଏହି ପ୍ରତିନିଧି ଦଳରେ ନିକମ କୁମାର, ଶୈଳେଶ ଗିରି, ଦୀପକ ପାତ୍ର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri