କଳିଙ୍ଗନଗର,୨୪।୮(ଡି.ଏନ.ଏ)- କଳିଙ୍ଗନଗରସ୍ଥିତ ଭିସା କାରଖାରେ ଠିକା ଶ୍ରମିକଙ୍କୁ ଛଟେଇ ପାଇଁ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ କାରଖାନା ମୁଖ୍ୟ ଫାଟକରେ ନୋଟିସ କରିଛନ୍ତି। ଗତ ଦୁଇ ବର୍ଷ ହେବ କାରଖାନାର ରୋଲିଂ ମିଲ୍, ବ୍ଲାଷ୍ଟ ଫର୍ନେସ୍, ଏସ୍ଏମ୍ଏସ୍ ସାଇଡ୍ ବନ୍ଦ ଥିବାବେଳେ ଶୁକ୍ରବାର ଫେରୋକ୍ରମ ସାଇଟ୍ ବନ୍ଦ ରହିଛି। ଏଥିପାଇଁ କାରଖାନାର ୩୫୦ରୁର୍ଦ୍ଧ୍ୱ ଠିକା ଶ୍ରମିକଙ୍କୁ କାର୍ଯ୍ୟରୁ ଛଟେଇ କରାଯିବ ବୋଲି ନୋଟିସରେ ଉଲ୍ଲେଖ ରହିଛି। ଏ ନେଇ କାର୍ଯ୍ୟାରତ ଶ୍ରମିକଙ୍କ ମଧ୍ୟରେ ଅସାନ୍ତି ଦେଖାଦେଇଛି। ଏହାକୁ ନେଇ ଆଗାମୀ ଦିନରେ ଶ୍ରମିକମାନେ ଆନ୍ଦୋଳନ କରିବା ପାଇଁ ଯୋଜନା କରୁଥିବା କୁହାଯାଉଛି। ଗତ କିଛିଦିନ କ୍ରୋମାଇଟ ଖଣିରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ପରିବହନ ନିମନ୍ତେ କଡ଼ାକଡ଼ାଭାବେ ପାଳନ କାରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଖଣିରେ ଶ୍ରମିକମାନେ ସହଯୋଗ କରିୁ ନ ଥିବାରୁ କାରଖାନାକୁ କଞ୍ଚାମାଲ ଆସିପାରୁ ନ ଥିବା ଜଣାପଡିଛି।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
Archives


