Posted inଖେଳ

ଭୟଙ୍କର ଦୁର୍ଘଟଣା ବେଳେ ଜୀବନ ବଞ୍ଚାଇଥିବା ୨ ଦେବଦୂତଙ୍କୁ ଏହି ଉପହାର ଦେଇଛନ୍ତି ପନ୍ତ, ଅଷ୍ଟ୍ରେଲିଆରେ ହେଲା ଖୁଲାସା…

ନୂଆଦିଲ୍ଲୀ,୨୩।୧୧: ୨୦୨୨ ଡିସେମ୍ବର ୩୦…ଏହି ତାରିଖକୁ ଭାରତୀୟ କ୍ରିକେଟ ପ୍ରଶଂସକ କେବେ ବି ଭୁଲିପାରିବେ ନାହିଁ। କାରଣ ଏହି ଦିନ କ୍ରିକେଟର ଋଷଭ ପନ୍ତ ଭୟଙ୍କର କାର୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦିଲ୍ଲୀ-ଡେରାଡୁନ ଜାତୀୟ ରାଜପଥରେ ତାଙ୍କ କାର୍‌ ଡିଭାଇଡରରେ ପିଟି ହୋଇଯାଇଥିଲା। ସେହି ସମୟରେ ଭଗବାନଙ୍କ ଦୂତ ସାଜି ପହଞ୍ଚିଥିଲେ ମିଲ୍‌ରେ କାମ କରୁଥିବା ୨ ଜଣ ବ୍ୟକ୍ତି। ସେମାନଙ୍କ ନାମ ଥିଲା ରଜତ ଏବଂ ନିଶୁ। ଦୁହେଁ ପନ୍ତଙ୍କୁ କାର୍‌ରୁ ବାହାରକୁ ଆଣି ଆମ୍ବୁଲାନ୍ସରେ ଡାକ୍ତରଖାନା ନେଇଥିଲେ। ତେବେ ଏହି ଦୁର୍ଘଟଣା ପରେ ସୁସ୍ଥ ହେବା ପରେ ପନ୍ତ ସେମାନଙ୍କୁ ଉପହାର ଦେଇଥିଲେ। ଏବେ ତାହା କ’ଣ ଥିଲା ଖୁଲାସା ହୋଇଛି।

ପନ୍ତ ଠିକ୍‌ ହେବା ପରେ ପ୍ରଥମେ ରଜତ୍‌ ଏବଂ ନିଶୁଙ୍କୁ ଭେଟିଥିଲେ। କ୍ରିକେଟର ତାଙ୍କୁ ସ୍କୁଟି ଭେଟି ଦେଇଥିଲେ। ଦୁହେଁ ତାକୁ ଏବେ ବି ଚଳାଉଛନ୍ତି। ସ୍କୁଟିରେ ପନ୍ତଙ୍କ ନାମ ଲେଖାଯାଇଛି। ଆଜି ବି ସେମାନଙ୍କ କଥା ପଡ଼ିଲେ ସବୁଦିନ ପାଇଁ ଋଣି ରହିବେ ବୋଲି ସେ କୁହନ୍ତି। ସୋସିଆଲ ମିଡିଆରେ ସେଦିନର ଭିଡିଓ ଭାଇରାଲ ହେବା ପରେ ପନ୍ତଙ୍କ ପ୍ରଶଂସକ ତାଙ୍କମାନଙ୍କୁ ସଲାମ କରୁଛନ୍ତି।

ତେବେ ପନ୍ତ ଏବେ ଅଷ୍ଟ୍ରେଲିଆରେ ଥିବା ବେଳେ ପ୍ରଶଂସକ ତାଙ୍କଠାରୁ ଜବରଦସ୍ତ ପ୍ରଦର୍ଶନ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri