ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା  ପର୍ଯ୍ୟନ୍ତ ଗୃହମୁଲତବୀ 

ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା  ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।
ବିଧାନସଭାରେ ରହିଥିବା ସମ୍ବିଧାନର ମୁଖବନ୍ଧରେ ସିକ୍ୟୁଲାର ଏବଂ ସୋସିଆଲିଷ୍ଟ ଶବ୍ଦ ନାହିଁ। ମାତ୍ର ସୋମବାର  ସୁପ୍ରିମକୋର୍ଟରେ ଏହି ଶବ୍ଦ ରଖିବାକୁ ନିର୍ଦ୍ଦେଶ ରହିଥିଲେ ସୁଦ୍ଧା ଏହି ସମ୍ବିଧାନକୁ ବଦଳାଇବାକୁ ବିଜେଡି ଦାବି କରିଛି  ।  ଏହାକୁ ନେଇ ବିଧାନସଭାରେ ବିଜେଡି ଓ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏହା ପୂର୍ବରୁ ପ୍ରଶ୍ନକାଳରେ ମଧ୍ୟ ହୋହଲ୍ଲା ଦେଖିବାକୁ ମିଳିଥିଲା। ଉଭୟ ବିଜେଡି ଓ କଂଗ୍ରେସ ବିଧାୟକ ଅନାହାର ମୃତ୍ୟୁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କରିବା ସହ ପ୍ରବଳ ହଟ୍ଟଗୋଳ କରିଥିଲେ। ବିରୋଧୀ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri