Posted inଜାତୀୟ

ମୁଖ୍ୟମନ୍ତ୍ରୀ ରେସ୍‌ରୁ ଓହରିଲେ ଶିନ୍ଦେ! ନିଜ ସମର୍ଥକଙ୍କୁ କଲେ ଏମିତି ନିବେଦନ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ କଳ୍ପନାଜଳ୍ପନା ଜାରି ରହିଛି। ଫଳାଫଳର ତିନି ଦିନ ପରେ ମଧ୍ୟ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ସ୍ପଷ୍ଟ ହୋଇନାହିଁ। ତେବେ ଭାଜପା ମୁଖ୍ୟମନ୍ତ୍ରୀ ପଦ ପାଇବ ବୋଲି ଏକି ସୂତ୍ରରୁ ପ୍ରକାଶ ପାଇଛି।

ଭାଜପାର ଦେବେନ୍ଦ୍ର ଫଡନ୍‌ଭିସ୍‌ ଏବଂ ଶିବସେନା ଶିନ୍ଦେ ଦଳର ଏକନାଥ ଶିନ୍ଦେଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସନ୍ଦେହ ରହିଛି। ଏସବୁ ମଧ୍ୟରେ ଶନ୍ଦେ ଏପରି କିଛି କରିଛନ୍ତି ଯାହା ଦ୍ୱାରା ସେ ମୁଖ୍ୟମନ୍ତ୍ରୀ ରେସ୍‌ରୁ ଓହରିଯାଇଥିବା ଦେଖାଯାଉଛି। ଏକନାଥ ଶିନ୍ଦେ ତାଙ୍କ ସମର୍ଥକମାନଙ୍କୁ ସିଏମ ରହିବାକୁ ଦାବିକୁ ନେଇ ଦକ୍ଷିଣ ମୁମ୍ବାଇସ୍ଥିତ ତାଙ୍କ ସରକାରୀ ବାସଭବନ ‘ବର୍ସା’ରେ ଏକାଠି ନ ହେବାକୁ ଅନୁରୋଧ କରିଛନ୍ତି। ଶିନ୍ଦେ ଏକ୍ସରେ କହିଛନ୍ତି, ମହାୟୁତି ଗଠବନ୍ଧନର ବୃହତ୍‌ ବିଜୟ ପରେ ଆମେ ପୁଣି ଥରେ ରାଜ୍ୟରେ ଆମର ସରକାର ଗଠନ କରିବୁ। ଏକ ବୃହତ୍‌ ସହଯୋଗୀ ଦଳ ଭାବରେ ଆମେ ଏକାଠି ନିର୍ବାଚନ ଲଢିଛୁ ଏବଂ ଆଜି ମଧ୍ୟ ଏକାଠି ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri