Posted inଜାତୀୟ

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ ମଙ୍ଗଳବାର ସେ ଦିଲ୍ଲୀ ପହଞ୍ଚି ମେଣ୍ଟର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସେ ଶପଥ ଗ୍ରହଣ ସମାରୋହରେ ସାମିଲ ହେବା ଲାଗି ନିମନ୍ତ୍ରଣ ଦେଇଛନ୍ତି। ଏହାପରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହ ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ ପଚରାଯିବାରେ ଆମେ ସବୁ କେଜ୍‌ରିଓ୍ବାଲଙ୍କ ଆବାସରେ ଅଛୁ। ଝାଡ଼ଖଣ୍ଡରେ ସରକାର ଗଠନ ହେବାକୁଯାଉଛି। ଏଥିଲାଗି ଦିଲ୍ଲୀ ଗସ୍ତରେ ଆସିଥିବା ସେ କହିଛନ୍ତି।

ଏହାଛଡ଼ା ଶପଥ ଗ୍ରହଣ ସମାରୋହରେ ସାମିଲ ହେବା ଲାଗି ମୁଁ ଇଣ୍ଡିଆ ମେଣ୍ଟର ନେତାମାନଙ୍କୁ ନିମନ୍ତ୍ରଣ ଦେଇଛି। ଦେଶର ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛୁ। ଏହା ପରେ ମୁଁ ଫେରିଯିବି। ମୋଦିଙ୍କୁ ସାକ୍ଷାତ କେବଳ ସୌଜନ୍ୟମୂଳକ ଥିଲା। ମୁଁ ଶପଥ ଗ୍ରହଣ ସମାରୋହର ନିମନ୍ତ୍ରଣ ଦେବାକୁ ଆସିଥିଲି ବୋଲି ହେମନ୍ତ ସୋରେନ କହିଛନ୍ତି।

କହିରଖୁଛୁ, ଝାଡ଼ଖଣ୍ଡରେ ଜେଜେଏମ୍‌ ଭାଜପା ଉପରେ ବଡ଼ ବିଜୟ ହାସଲ କରିଛି। ଫଳରେ ହେମନ୍ତ ସୋରେନ ନଭେମ୍ବର ୨୮ରେ ମୁଖ୍ୟମନ୍ତ୍ରୀ ପଦ ଲାଗି ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri