Posted inଜାତୀୟ

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ? ପ୍ରେସ୍‌ କନଫରେନ୍ସ କରି ଶନ୍ଦେ କଲେ ବଡ଼ ଘୋଷଣା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି। ତେବେ ବର୍ତ୍ତମାନ ଏହି ସସପେନ୍ସକୁ କାର୍ଯ୍ୟନିର୍ବାହୀ ସିଏମ ଏକନାଥ ଶିନ୍ଦେ ଶେଷ କରିଛନ୍ତି। ବୁଧବାର ଖବରଦାତା ସମ୍ମିଳନୀରେ ଏକନାଥ ଶନ୍ଦେ କହିଛନ୍ତି ଯେ ମୁଁ ଜଣେ ଖୋଲା ହୃଦୟ ବିଶିଷ୍ଟ ବ୍ୟକ୍ତି। ମୋର ଛୋଟ ଚିନ୍ତାଧାରା ନାହିଁ । ମୁଁ ଜଣେ ନେତା ଯିଏ ଲୋକଙ୍କ ପାଇଁ କାମ କରେ। ସେ କହିଛନ୍ତି ଯେ ଭାଜପାରୁ ଯିଏ ବି ସିଏମ ହେବେ ମୁଁ ତାଙ୍କୁ ସମର୍ଥନ କରିବି।

ଶିନ୍ଦେ କହିଛନ୍ତି, ଏହା ଏକ ବଡ ବିଜୟ। ବର୍ଷ ବର୍ଷ ପରେ ଏପରି ଏକ ବଡ଼ ବିଜୟ ହୋଇଛି। ମହାୟୁତି ଯେଉଁ କାମ କରିଛି ତାହା ଲୋକଙ୍କ ପାଖରେ ପହଞ୍ଚିଛି।

ଏଥିପାଇଁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହାଙ୍କୁ ଧନ୍ୟବାଦ ଜଣାଉଛି। ମହାରାଷ୍ଟ୍ର ସରକାର କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ସହାୟତା ପାଇଛି। ଅନେକ ଯୋଜନା ରାଜ୍ୟକୁ ଆସିଛି ଏବଂ ଶିଳ୍ପ ଏବଂ ପୁଞ୍ଜି ବିନିଯୋଗ ହୋଇଛି।

ଶିବସେନା ମୁଖ୍ୟ ଆହୁରି କହିଛନ୍ତି, ମୁଁ ଜଣେ ସାମାନ୍ୟ କାର୍ଯ୍ୟକର୍ତ୍ତାଙ୍କ ପରି କାର୍ଯ୍ୟ କରିଛି। ସିଏମ ହେବା ପରେ ମଧ୍ୟ ମୁଁ ଜଣେ ସାଧାରଣ ଲୋକ ହୋଇ ରହିଥିଲି। ମୁଁ ସମସ୍ତଙ୍କ ପାଇଁ କିଛି ନିଷ୍ପତ୍ତି ନେଇଥିଲି । ମୁଁ ଜାଣେ କୃଷକ, ଗରିବ ଏବଂ ବଞ୍ଚିତ ଲୋକଙ୍କ ଅସୁବିଧା ଏବଂ ସରକାର ସେମାନଙ୍କ ପାଇଁ ନିଷ୍ପତ୍ତି ମଧ୍ୟ ନେଇଛନ୍ତି।

ମୁଖ୍ୟମନ୍ତ୍ରୀ ପଦ ଉପରେ ଶିନ୍ଦେ କହିଛନ୍ତି, ଗତକାଲି ପିଏମ ମୋଦି ମୋତେ ଫୋନ କରିଥିଲେ। ମୁଁ ତାଙ୍କୁ କହିଛି ଯେ ନୂତନ ସରକାର ଗଠନ କରିବାରେ ମୋ ପକ୍ଷରୁ କୌଣସି ଅସୁବିଧା ନାହିଁ। ସିଏମ ପଦ ପାଇଁ ମୋର କୌଣସି ଇଚ୍ଛା ନାହିଁ। ଆମେ କାର୍ଯ୍ୟ କରିବା ଜାରି ରଖିବୁ। ମହାୟୁତି ଶକ୍ତିଶାଳୀ। ରାଜ୍ୟରେ ମହାୟୁତି କାର୍ଯ୍ୟ ଜାରି ରଖିବ। ଜନସାଧାରଣଙ୍କ ପାଇଁ ଆମକୁ ଏକାଠି କାମ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri