ଐଶ୍ୱର୍ଯ୍ୟାଙ୍କୁ ଧନ୍ୟବାଦ ଦେଲେ ଅଭିଷେକ: ଜାଣନ୍ତୁ କାହିଁକି

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଏବଂ ତାଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ମଧ୍ୟରେ ଛାଡପତ୍ରକୁ ନେଇ ଚର୍ଚ୍ଚା ଜୋର ଧରିଛି। ନିକଟରେ ଏକ ସାକ୍ଷାତକାରରେ ଅଭିଷେକ ଐଶ୍ୱର୍ଯ୍ୟାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅଭିଷେକ କହିଛନ୍ତି, ଐଶ୍ୱର୍ଯ୍ୟା ମା’ ହେବା ପରେ ନିଜ କ୍ୟାରିୟରରେ ଅନେକ କିଛି ବଳିଦାନ ଦେଇଛନ୍ତି। ମୁଁ ନିଜକୁ ବହୁତ ଭାଗ୍ୟବାନ ମନେ କରେ ଯେ ମୋତେ ଫିଲ୍ମରେ କାମ କରିବାର ସୁଯୋଗ ମିଳୁଛି। କିନ୍ତୁ ମୁଁ ଜାଣେ ଯେ ଐଶ୍ୱର୍ଯ୍ୟା ଘରେ ରହି ଆରାଧ୍ୟାଙ୍କ ଯତ୍ନ ନେଉଥିବେ ଏବଂ ଏଥିପାଇଁ ମୁଁ ତାଙ୍କୁ ଧନ୍ୟବାଦ ଦେଉଛି।

ଅଭିଷେକ ଆହୁରି ମଧ୍ୟ କହିଛନ୍ତି, ମୋର ପିଲାଦିନରେ ମୁଁ କେବେ ଅନୁଭବ କରି ନ ଥିଲି ଯେ ମୋର ମାତାପିତା ମୋ ଚାରିପାଖରେ ନାହାଁନ୍ତି। ଯେତେବେଳେ ମୁଁ ଜନ୍ମ ହେଲି, ମା’ ପିଲାମାନଙ୍କ ସହିତ ସମୟ ବିତାଇବା ପାଇଁ ଚଳଚ୍ଚିତ୍ରରେ କାମ ଛାଡିଥିଲେ। ଏହି ଅବଧି ମଧ୍ୟରେ ଆମେ ଆମ ପିତାଙ୍କ ଅନୁପସ୍ଥିତି କେବେ ଅନୁଭବ କରିନାହୁଁ।

୧୯୭୬ରେ ଅଭିଷେକ ଜନ୍ମ ହେବା ପରେ ତାଙ୍କ ମା’ ଜୟା ବଚ୍ଚନ ଅଭିନୟରୁ ନିଜକୁ ଦୂରେଇ ରଖିଥିଲେ। ତାଙ୍କ ପିତା ଅମିତାଭ ବଚ୍ଚନ ସେହି ସମୟରେ ତାଙ୍କ କ୍ୟାରିୟରର ଶିଖରରେ ଥିଲେ।

୨୦୦୭ରେ ଅଭିଷେକ ଏବଂ ଐଶ୍ୱର୍ଯ୍ୟା ବିବାହ କରିଥିଲେ। ୨୦୧୧ରେ ଉଭୟ ଝିଅ ଆରାଧ୍ୟାଙ୍କ ପିତାମାତା ହୋଇଥିଲେ। ନିକଟରେ ଆରାଧ୍ୟା ଐଶ୍ୱର୍ଯ୍ୟାଙ୍କ ସହ ତାଙ୍କର ୧୩ତମ ଜନ୍ମଦିନ ପାଳନ କରିଥିଲେ। ତାଙ୍କ ଜନ୍ମଦିନ ଉତ୍ସବର ଫଟୋରେ ଅଭିଷେକଙ୍କୁ ଦେଖିବାକୁ ମିଳି ନ ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri