President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ ବୁକ୍‌ ସୁରକ୍ଷା ବ୍ୟବସ୍ଥା ସହ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ବିଭିନ୍ନ ଜାଗାରେ ୬ ଜଣ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ Pat Cummins ସାମିଲ ଥିଲେ, କିନ୍ତୁ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ୍‌ ବୋଝେଇ ହାଇୱା ଛକ ନିକଟରେ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ ବର୍ଷ ମହିମା ସ୍ବାମୀଙ୍କର ଆବିର୍ଭାବର ୨୦୦…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା ପାଇଁ ପ୍ରସ୍ତୁତ ଅଛି। ନବୀନ ବାବୁଙ୍କ…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି। ଏଥର ଦେଶରେ ଆଂଶିକ ଶଟ୍‌ଡାଉନ ରହିଛି।…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର କରିଛି। ସୁନେତ୍ରା ପାୱାର ତାଙ୍କ ସ୍ବାମୀଙ୍କ ଉପ-ମୁଖ୍ୟମନ୍ତ୍ରୀ ପଦବୀ ପୂରଣ କରିବାକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର ମୁଖ୍ୟ କୋଚ କ୍ରେଗ ଫୁଲଟନ ମନପ୍ରୀତ ସିଂହଙ୍କ ସପକ୍ଷରେ ବାହାରି ହକି ଇଣ୍ଡିଆ…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ…

ଭେନେଜୁଏଲା ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ, ଜାରିହେଲା ଜରୁରୀ ସ୍ଥିତି

ନ୍ୟୁୟର୍କ,୩୧ା୧:ଭେନେଜୁଏଲା ପରେ ଏବେ ଅନ୍ୟତମ କାରିବିଆନ ରାଷ୍ଟ୍ର କ୍ୟୁବା ଉପରେ ଟ୍ରମ୍ପଙ୍କ ଦୃଷ୍ଟି ପଡ଼ିଛି। କ୍ୟୁବାକୁ ଏକଘରିକିଆ କରିବାକୁ ଟ୍ରମ୍ପ ଏହି ଦେଶ ଉପରେ ଜରୁରିକାଳୀନ ସ୍ଥିତି ଘୋଷଣା କରିଛନ୍ତି। ଏନେଇ ସେ ଏକଜିକ୍ୟୁଟିଭ୍‌ ଅର୍ଡର ଜାରି କରିବା ସହିତ ଆମେରିକାର…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ କୁମାର ଜେନା…

ଆଣବିକ ଲକ୍ଷ୍ୟରୁ ନ ହଟିଲେ ଯୁଦ୍ଧ: ଇରାନ୍‌କୁ ଆମେରିକାର ଚେତାବନୀ

ନ୍ୟୁୟର୍କ ,୩୧ା୧:ମଧ୍ୟପ୍ରାଚ୍ୟରେ ଆମେରିକାର ଶକ୍ତିଶାଳୀ ନୌସେନା ଉପସ୍ଥିତି ଇରାନ ଉପରେ ଆକ୍ରମଣର ଆଶଙ୍କାକୁ ଦ୍ୱିଗୁଣିତ କରିଛି। ଆରବ ସାଗରରେ ଇରାନ ଉପକୂଳଠାରୁ ଅଳ୍ପ କିଛି ଦୂରରେ ଆମେରିକାର ପରମାଣୁ ଅସ୍ତ୍ର ସଜିତ ଶକ୍ତିଶାଳୀ ‘ଆବ୍ରାହମ ଲିଙ୍କନ’ ଓ ଅନ୍ୟ କ୍ଷେପଣାସ୍ତ୍ର ନିକ୍ଷେପକାରୀ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬। । ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ। ୨୦୨୬-୨୭ ଆର୍ଥିକ ବର୍ଷ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିଲା। ଯାହା ଫଳରେ ଉକ୍ତ ଇଣ୍ଡିଗୋ ବିମାନକୁ ଅହମ୍ମଦାବାଦ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri