ଶନିବାର ଲ୍ୟାଣ୍ଡଫଲ କରିବ ବାତ୍ୟା, ପ୍ରଭାବରେ ଓଡ଼ିଶାରେ …

ଭୁବନେଶ୍ବର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହୋଇ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବା ବେଳେ ଭୁବନେଶ୍ବରର ମଧ୍ୟ କିଛି ସ୍ଥାନରେ ହାଲୁକା ବର୍ଷା ଆରମ୍ଭ ହୋଇଯାଇଛି। ତେବେ ଶନିବାର ତାମିଲନାଡୁ-ଆନ୍ଧ୍ର ମଝିରେ ବାତ୍ୟା ‘ଫେଙ୍ଗଲ’ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ମିଳିଛି। ତେବେ ଓଡ଼ିଶା ଉପରେ ପ୍ରଭାବ ନ ଥିଲେ ସୁଦ୍ଧା ଝିପିଝିପି ବର୍ଷା ହେବା ସମ୍ଭାବନା ରହିଛି।

ଏହି ଘୂର୍ନିବଳୟ ଯୋଗୁ ତାମିଲନାଡୁର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ଦୁଇ ତିନି ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ଶୁକ୍ରବାର ସ୍କୁଲ ଏବଂ କଲେଜଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ସକାଳରୁ ତାମିଲନାଡୁର ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri