ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୦।୩: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଥିବା ମନ୍ତ୍ରୀ କହିଛନ୍ତି। ଗତବର୍ଷ ତୁଳନାରେ ରାଜ୍ୟରେ କୁମ୍ଭୀର ସଂଖ୍ୟା…

ଭୟଙ୍କର ହେଲା ଯୁଦ୍ଧ: ଏଣ୍ଟ୍ରି ମାରିଲା ଅଷ୍ଟ୍ରେଲିଆ, ବିଶ୍ୱରେ ଚହଳ…

ନୂଆଦିଲ୍‌ଲୀ,୧୦।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ୧୧ତମ ଦିନ, ଏବଂ ଏହି ୧୦ ଦିନରେ, ଇସ୍ରାଏଲ ଏବଂ ଇରାନ ସମେତ ପ୍ରାୟ ୧୫ଟି ଦେଶ ଭୟଙ୍କର କ୍ଷୟକ୍ଷତି ଦେଖିଛନ୍ତି। ଇରାନର ଭିତ୍ତିଭୂମିକୁ ନଷ୍ଟ କରିବା ପରେ,…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଯୁଦ୍ଧକୁ ଡେଇଁଲା ପାକିସ୍ତାନର ବନ୍ଧୁରାଷ୍ଟ୍ର…

ନୂଆଦିଲ୍‌ଲୀ,୧୦।୩: ତୁର୍କୀ ଏବେ ଇରାନ ବିରୋଧରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ମଧ୍ୟପ୍ରାଚ୍ୟ ବିବାଦରେ ସକ୍ରିୟ ଭାବରେ ସାମିଲ ହେବାକୁ ନିଜର ଅଭିପ୍ରାୟ ପ୍ରକାଶ କରିଛି। ତୁର୍କୀ ସେନା ଭୂମଧ୍ୟସାଗରରେ ଏକ ଇରାନୀ…

ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ ପୋଲିସ, ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ଆରମ୍ଭ ହେଲା ଅପରେଶନ

ବଲାଙ୍ଗୀର,୧୦।୩ ( ସୁନିଲ କୁମାର ମହାନ୍ତି): ଦୁର୍ଘଟଣାରେ ସରକାରୀ ଆୟୁର୍ବେଦିକ କଲେଜର ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଏବେ ଆକ୍ସନ ମୋଡ଼ରେ ବଲାଙ୍ଗୀର ଟାଉନ ପୋଲିସ । ବଲାଙ୍ଗୀର ସହରରେ ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼…

ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ଆଗକୁ ଆସିଲା ବିଜେଡି: ପୋଲିସ ସହିତ ମୁହାଁମୁହିଁ ପରେ…

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ…

ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ସ୍ବାମୀ, ରାସ୍ତାରେ ଯାଉଥିବା ଦମ୍ପତିଙ୍କୁ ବି କଲେ ଗୁଳିମାଡ଼, ଅଞ୍ଚଳରେ ଆତଙ୍କ

ଫୁଲବାଣୀ, ୧୦।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଗୋଛାପଡ଼ା ଥାନା କଟାପଙ୍ଗା ଗାଁରେ ଜଣେ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହତ୍ୟାକାରୀ କେହି ନୁହେଁ ଖୋଦ୍‌ ତାଙ୍କ ସ୍ବାମୀ। ସାମୀ ବିରଞ୍ଚି ବେହେରାଙ୍କ…

ଯୁଦ୍ଧ ଭିତରେ ଚାଇନାକୁ ନେଇ ଭାରତ କଲା ଏମିତି ଘୋଷଣା, ଚମକି ପଡିଲା ଆମେରିକା!

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ଚାଇନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର କ୍ୟାବିନେଟ ଚାଇନାରୁ ଏଫଡିଆଇ (ପ୍ରତ୍ୟକ୍ଷ ବିଦେଶୀ ନିବେଶ) ପାଇଁ ସର୍ତ୍ତାବଳୀରେ ଅନେକ ଛାଡ଼କୁ ମଞ୍ଜୁରୀ ଦେଇଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର…

ଯୁଦ୍ଧ ଭିତରେ ବ୍ୟାକ୍‌ଫୁଟରେ ଆମେରିକା, ଇରାନ ଠୁ ହାରିଯିବା ଡରରେ…

ଓ଼୍ବାଶିଂଟନ,୧୦।୩: ଇରାନ ଉପରେ ଆକ୍ରମଣର ଦଶ ଦିନ ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରାମର୍ଶଦାତାମାନେ ତାଙ୍କୁ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ପରାମର୍ଶଦାତାମାନେ କହିଛନ୍ତି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘକାଳୀନ ଯୁଦ୍ଧ ସିଧାସଳଖ ଆମେରିକାକୁ କ୍ଷତି…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏହି ହତ୍ୟା ପୂର୍ବରୁ ମଧ୍ୟ ନେପାଳ ସରକାରରେ ସ୍ଥିରତା ନ…

ଘନ ଘନ ବୈଠକ କରୁଛନ୍ତି ନବୀନ: ବିଧାୟକଙ୍କୁ କହୁଛନ୍ତି ଏମିତି କଥା, ଭବିଷ୍ୟତ ଖରାପ…

ଭୁବନେଶ୍ୱର,୧୦ା୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭାର ୪ ଆସନରେ ନିର୍ବାଚନ ପାଇଁ ନାମାଙ୍କନ ଶେଷ ହେବା ପରଠାରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତ୍ୟେକ ଦିନ ବିଧାୟକମାନଙ୍କୁ ଡାକି ବୈଠକ କରୁଛନ୍ତି। ବୈଠକରେ ରାଜ୍ୟ ସଭା ବିଷୟରେ ହିଁ ପଚାରୁଛନ୍ତି। ସବୁ…

ଭାଜପାର ଭିତିରି ଚାଲ୍‌: ରାଜ୍ୟ ସଭାର ଚତୁର୍ଥ ଆସନ ପାଇଁ ଚାଲିଛି…

ଭୁବନେଶ୍ୱର,୧୦।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନ ଏବେ ଧୀରେ ଧୀରେ ରୋଚକ ମୋଡ଼ ନେବାକୁ ଲାଗିଲାଣି। ପ୍ରାର୍ଥତ୍ପତ୍ର ଦାଖଲ ଯାଏ ରାଜ୍ୟ ସଭା ନିର୍ବାଚନ ନେଇ ସବୁ ଦଳର ବିଧାୟକମାନଙ୍କର ଯେଉଁ ଆଭିମୁଖ୍ୟ ଥିଲା, ଏବେ…

ଆମେରିକା ଛାଡୁନି, ଇରାନ ନରମୁନି

ଓ୍ବାଶିଂଟନ୍‌ ,୧୦ା୩: ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଛି। ପଛକୁ ହଟିବାକୁ କୌଣସି ପକ୍ଷ ରାଜି ନଥିବାରୁ ଦିନକୁ ଦିନ ଯୁଦ୍ଧ ପ୍ରକୋପ ବଢି ଚାଲିଛି। ରବିବାର ଇସ୍ରାଏଲ ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ରହିଥିବା ପ୍ରମୁଖ…

ତୈଳ ଡିପୋ ଉପରେ ବୋମାମାଡ଼ ପରେ ଇରାନରେ ଏସିଡ୍‌ ବର୍ଷା

ତେହରାନ୍‌,୧୦ା୩: ଇରାନ ରାଜଧାନୀ ତେହରାନ୍‌ରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ ରାଜଧାନୀ ସହରକୁ ଘନ କଳାଧୂଆଁର ବାଦଲ ଢାଙ୍କି ରହିଥିବାବେଳେ ଦୃଶ୍ୟମାନତା ହ୍ରାସ ପାଇଛି।…

ଯୁଦ୍ଧ ପ୍ରଭାବରେ ସୃଷ୍ଟି ହୋଇଛି ୩୫ ଟ୍ରିଲିୟନ ଡଲାରର ସୁନା ବଜାର

ଲଣ୍ଡନ,୧୦ା୩: ଇରାନ-ଆମେରିକା ଯୁଦ୍ଧକୁ ନେଇ ବୈଶ୍ୱିକ ପୁଞ୍ଜି ବଜାର ବେଳକୁ ବେଳ ଧରାଶାୟୀ ହେବାରେ ଲାଗିଛି। ତୈଳ ସଙ୍କଟକୁ ନେଇ ପେଟ୍ରୋଲୟିମ ବଜାରରେ ଅସ୍ଥିରତା ଏବଂ ଭୂ-ରାଜନୈତିକ ସ୍ତରରେ ଦେଖାଯାଇଥିବା ଅସାମଞ୍ଜସ୍ୟ ନିବେଶକଙ୍କୁ ଘୋର ଆଶଙ୍କା ମଧ୍ୟକୁ ଠେଲି ଦେଇଥିବାବେଳେ ଏବେ ଶେୟାର…

ରାଜ୍ୟରେ ଶିଶୁ ମୃତ୍ୟୁହାର ଅଧିକ, ଆଦିବାସୀବହୁଳ ୬ ଜିଲା ପ୍ରଭାବିତ

ଭୁବନେଶ୍ୱର,୧୦।୩(ରବିନାରାୟଣ ଜେନା): ଜାତୀୟସ୍ତରରେ ଶିଶୁ ମୃତ୍ୟୁହାର (ଆଇଏମ୍‌ଆର୍‌) ଉଲ୍ଲେଖନୀୟ ଭାବେ ହ୍ରାସ ପାଉଛି। ୨୦୨୩ ରିପୋର୍ଟ ଅନୁଯାୟୀ, ପ୍ରତି ୧୦୦୦ ଶିଶୁଙ୍କ କ୍ଷେତ୍ରରେ ୨୫ଜଣଙ୍କ ମୃତ୍ୟୁ ହେଉଛି। ୨୦୨୨ରେ ଏହି ହାର ୨୬ ରହିଥିବାବେଳେ ୨୦୧୫ରେ ୩୭ ଥିଲା। ତେବେ ଏହି…

ଟ୍ରମ୍ପଙ୍କ ବଡ଼ ବୟାନ: ଯୁଦ୍ଧ ଶେଷ, ଇରାନକୁ କଡ଼ା ଚେତାବନୀ ଦେଇ କହିଲେ ପରିଣାମ ଭୟାବହ….

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ ଯୁଦ୍ଧ ଏବେ ପ୍ରାୟ ଶେଷ। ସେ ଇରାନକୁ ଆଉ କୌଣସି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri