ନିର୍ବାଚନ ପରେ ସବୁଠୁ ବଡ଼ ଆଟାକ୍‌ କଲେ ମୋଦି! ବିରୋଧୀ ଛାନିଆ…

ଭୁବନେଶ୍ୱର,୨୯।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଛନ୍ତି।

ଭାଷଣ ମଝିରେ ମୋଦି ବିରୋଧୀଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ରାଜନୀତିର ବିଚାରଧାରା ଅଲଗା ହେବା କିଛି ନୂଆ ନୁହେଁ। ବିରୋଧୀ ଯେପରି ଲୋକଙ୍କ ଉପରେ ରାଗୁଛନ୍ତି ତାହା ଚିନ୍ତାଜନକ। କ୍ଷମତାଲୋଭୀ ଏମାନେ ଜନତାକୁ ମିଛ କହି ଆସୁଛନ୍ତି। କ୍ଷମତାରୁ ଦୂରେଇ ରହିବା ପରେ ଏଭଳି ମିଛ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri