ବସିଥିଲେ ମୋଦି, ଏ କ’ଣ କହିଦେଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୨୯।୧୧: ବିିମାନବନ୍ଦରରୁ ସିଧା ସଭାସ୍ଥଳରେ ପହଞ୍ଚିଥିଲେ ମୋଦି । ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି ମଞ୍ଚ ଉପରକୁ ମୋଦିଙ୍କୁ ସ୍ବାଗତ କରିଥିଲେ । ଏହାପରେ ସେ ନିଜର ଅଭିଭାଷଣ ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ଭାଜପା ସରକାର ଗଠନ କରିବା ପରଠୁ ଏହା ପ୍ରଧାନମନ୍ତ୍ରୀଙ୍କ ତୃତୀୟ ଥର ଓଡ଼ିଶା ଗସ୍ତ ।

ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶ ଆଜି ସୁଦୃଢ ହୋଇଛି । ବିଶ୍ୱର ଶକ୍ତିଶାଳୀ ଦେଶମାନଙ୍କ ମଧ୍ୟରେ ଭାରତ ଆଜି ଅନ୍ୟତମ । ବାହ୍ୟ ସୁରକ୍ଷା ହେଉ କି ଆଭ୍ୟନ୍ତରୀଣ ସୁରକ୍ଷା ଦେଶ ଆଜି ପୂର୍ବ ଅପେକ୍ଷା ବେଶ ସୁରକ୍ଷିତ । ଓଡ଼ିଶାରେ ପ୍ରଥମ ଥର ପାଇଁ ଡିଜିପି ସମ୍ମିଳନୀ ଆୟୋଜିତ ହୋଇଛି । ସେଥିପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ପରେ ସଭାକୁ ସମ୍ବୋଧିତ କରିଥିଲେ ପିଏମ ମୋଦି । ଜୟ ଜଗନ୍ନାଥ କହି ନିଜର ବକ୍ତବ୍ୟ ଆରମ୍ଭ କଲେ ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri