Posted inଜାତୀୟ

ଗାଁରେ ପହଞ୍ଚି ଅସୁସ୍ଥ ହୋଇପଡିଛନ୍ତି ଶିନ୍ଦେ, ସତ୍ତାରା ପହଞ୍ଚିଲେ ଡାକ୍ତରୀ ଟିମ୍‌!

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟ ତାଙ୍କ ଗ୍ରାମରେ ହଠାତ୍‌ ଖରାପ ହୋଇଯାଇତ୍ୱା ସୂଚନା ମିଳିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମୁମ୍ବାଇର ଡାକ୍ତରଙ୍କ ଏକ ଟିମ ତାଙ୍କ ଗୃହ ଜିଲା ସତ୍ତାର ଗାଁରେ ପହଞ୍ଚିଛନ୍ତି। କୁହାଯାଉଛି ଯେ ସେ ଥକ୍କା କାରଣରୁ ଜ୍ୱରରେ ପୀଡିତ ଅଛନ୍ତି। ଡାକ୍ତର ତାଙ୍କର ପରୀକ୍ଷା କରୁଛନ୍ତି।

ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର ଫଳାଫଳ ଆସିବାର ଏକ ସପ୍ତାହ ବିତିଗଲାଣି, କିନ୍ତୁ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏ ନେଇ ନିକଟରେ ଏକନାଥ ଶିନ୍ଦେ ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହା ପରେ ଅମିତ ଶାହା ମଧ୍ୟ ମହାୟୁତୀ ନେତାଙ୍କ ସହ ଏକ ବୈଠକ କରିଥିଲେ। ଦିଲ୍ଲୀ ପରେ ମହାରାଷ୍ଟ୍ରରେ ମହାୟୁତୀ ନେତାଙ୍କ ଏକ ବୈଠକ ଅନୁଷ୍ଠିତ ହେବାକୁ ଥିଲା କିନ୍ତୁ ଦିଲ୍ଲୀରୁ ଫେରିବା ପରେ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ୍‌ ତାଙ୍କ ଗାଁ ଗସ୍ତରେ ଯାଇଥିଲେ। ଶନିବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦ ପାଇଁ ନାମ ଘୋଷଣା ହେବାର ସମ୍ଭାବନା ଥିଲା। ଏହି ସମୟରେ ଗାଁରେ ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିବାର ଖବର ଆସିଥିଲା। ମୁମ୍ବାଇରୁ ଗାଁରେ ପହଞ୍ଚିଥିବା ଡାକ୍ତରୀ ଟିମ ତାଙ୍କୁ ପରୀକ୍ଷା କରି ବିଶ୍ରାମ ନେବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ନୂତନ ଉଚ୍ଚତାରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri