ମୁଁ ମୋ ନାତି-ନାତୁଣିଙ୍କୁ କହିବି…ବୁମ୍‌ରାଙ୍କ ପ୍ରଶଂସାରେ ଶତମୁଖ ହେଲେ ଟ୍ରାଭିସ ହେଡ୍‌

ମୁଁ ମୋ ନାତି-ନାତୁଣିଙ୍କୁ କହିବି…ବୁମ୍‌ରାଙ୍କ ପ୍ରଶଂସାରେ ଶତମୁଖ ହେଲେ ଟ୍ରାଭିସ ହେଡ୍‌
ନୂଆଦିଲ୍ଲୀ,୨।୧୨:ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଡିସେମ୍ବର ୬ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ। ଏଥର ଆଡିଲେଡରେ ଦୁଇ ଦଳ ମଧ୍ୟରେ ପିଙ୍କ୍‌ ବଲ ଟେଷ୍ଟ ଖେଳାଯିବ। ଏହାପୂର୍ବରୁ ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ଭାରତର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମ୍‌ରାଙ୍କ ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।

ଟ୍ରାଭିସ ହେଡ ଅନୁଭବ କରନ୍ତି, ଜସପ୍ରୀତ ବୁମ୍‌ରା ଦଶନ୍ଧିର ସର୍ବଶ୍ରେଷ୍ଠ ଦ୍ରୁତ ବୋଲର ଭାବେ ଜଣାଶୁଣା। ସେ କହିଛନ୍ତି, ଭାରତୀୟ ଫାଷ୍ଟ ବୋଲରଙ୍କୁ ସାମ୍ନା କରିବାର କଠିନ ଆହ୍ବାନ ବିଷୟରେ ସେ ନିଜ ନାତି-ନାତୁଣୀମାନଙ୍କୁ ଗର୍ବର ସହିତ କହିବେ। ପର୍ଥରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ମ୍ୟାଚରେ ବୁମ୍‌ରା ଚମତ୍କାର ପ୍ରଦର୍ଶନ କରିଥିଲେ। ଫଳରେ ଭାରତ ୨୯୫ ରନରେ ଜିତିଥିଲା।

ଟ୍ରାଭିସ ହେଡ କହିଛନ୍ତି, ବୁମ୍‌ରା ସର୍ବଶ୍ରେଷ୍ଠ ଦ୍ରୁତ ବୋଲର ଭାବରେ ପରିଚିତ। ତାଙ୍କ ବିପକ୍ଷରେ ଖେଳିବା ଚ୍ୟାଲେଞ୍ଜିଂ। ଭବିଷ୍ୟତରେ ଯେତେବେଳେ ମୁଁ ମୋର କ୍ୟାରିଅରକୁ ପଛକୁ ଚାହିଁବି, ମୁଁ ଗର୍ବର ସହିତ ମୋ ନାତିମାନଙ୍କୁ କହିବି ଯେ ମୁଁ ତାଙ୍କର ସାମ୍ନା କରିଥିଲି। ପର୍ଥରେ ଅର୍ଦ୍ଧଶତକ ହାସଲ କରିଥିବା ହେଡ ଏକମାତ୍ର ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଥିଲେ।

ଭାରତ- ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ତ୍ତମାନ ଆଡିଲେଡରେ ଶୁକ୍ରବାରଠାରୁ ପିଙ୍କ୍‌ ବଲ ଟେଷ୍ଟ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri