ଭୁବନେଶ୍ୱର,୩।୧୨: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ପୌର ପରିଷଦ ନିର୍ବାହୀ ଅଧିକାରୀ। ପୌର ପରିଷଦ ନିର୍ବାହୀ ଅଧିକାରୀ ମାନସ ରଂଜନ ମଲ୍ଲିକଙ୍କ ଘରେ ମଶା ତେଲ କିଣା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି। ଏହ ସହ ପୌର ପରିଷଦ ଅଫିସରେ କାଗଜ ଯାଞ୍ଚ ସହ ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍।
ଭୁବନେଶ୍ୱର,୩।୧୨: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ପୌର ପରିଷଦ ନିର୍ବାହୀ ଅଧିକାରୀ। ପୌର ପରିଷଦ ନିର୍ବାହୀ ଅଧିକାରୀ ମାନସ ରଂଜନ ମଲ୍ଲିକଙ୍କ ଘରେ ମଶା ତେଲ କିଣା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି। ଏହ ସହ ପୌର ପରିଷଦ ଅଫିସରେ କାଗଜ ଯାଞ୍ଚ ସହ ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍।
ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...
ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...
ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...
ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...
ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...
ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...
ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
