Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସ୍ଥାନୀୟ ଲୋକଙ୍କୁ ମିଳିବ ୯୫% ସଂରକ୍ଷଣ

ନୂଆଦିଲ୍ଲୀ,୪।୧୨: ଏକ ବଡ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ସ୍ଥାନୀୟ ଲୋକଙ୍କୁ ଗାଜେଟେଡ ପଦବୀରେ ୯୫% ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ଶାଶିତ ଅଞ୍ଚଳ ଲଦାଖରେ ଏହି ନିୟମ ଲାଗୁ ହେବ।

ଲଦାଖର ସାଂସଦ ହନିଫା ଜନ କହିଛନ୍ତି, “ଲଦାଖର ଲୋକଙ୍କ ପାଇଁ ଏହା ଏକ ବଡ ଖବର। ମଙ୍ଗଳବାର ହେବାକୁ ଥିବା ବୈଠକରୁ ଲୋକମାନେ କିଛି ଭଲ ଖବର ପାଇଁ ପ୍ରାର୍ଥନା କରୁଥଲେ ଏବଂ ବର୍ତ୍ତମାନ ସେମାନଙ୍କର ପ୍ରାର୍ଥନାର ଉତ୍ତର ମିଳିଛି। ସ୍ଥାନୀୟ ଲୋକଙ୍କ ପାଇଁ ୯୫% ଗେଜେଟେଡ୍ ଅଧିକାରୀଙ୍କ ଚାକିରି ସଂରକ୍ଷଣ କରିବାକୁ ଗୃହ ବିଭାଗ ରାଜି ହୋଇଛି।”

ସେ ଆହୁରି କହିଛନ୍ତି ଯେ, ଏହାକୁ କିପରି କାର୍ଯ୍ୟକାରୀ କରାଯିବ ସେ ସମ୍ବନ୍ଧରେ ସୂକ୍ଷ୍ମ ବିବରଣୀ ଜାନୁଆରୀ ୧୫ ରେ ପରବର୍ତ୍ତୀ ବୈଠକରେ ଆଲୋଚନା ହେବ। ସୂଚନାଯୋଗ୍ୟ ଲଦାଖରେ ବର୍ତମାନ ୪୦୦ ରୁ ଅଧିକ ପଦବୀ ଖାଲି ଅଛି ଏବଂ ଆମେ ନିଶ୍ଚିତ ହୋଇଛୁ ଯେ ନିଯୁକ୍ତ ହେବାକୁ ଥିବା ନୂତନ ଅଧିକାରୀମାନେ ଏଠାରେ ଲଦାଖ ଏବଂ ଆଦିବାସୀଙ୍କ ନିକଟକୁ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri