ଚାଲିଲାନି ସାମରିକ ଆଇନ ଚାଲ୍: ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ

ନୂଆଦିଲ୍ଲୀ,୪।୧୨: ଦକ୍ଷିଣ କୋରିଆରେ ସାମରିକ ଆଇନର ଲାଗୁ ନିଷ୍ପତ୍ତି ପ୍ରତ୍ୟାହାର କରି ଦିଆଯାଇଛି। କିନ୍ତୁ ରାଷ୍ଟ୍ରପତି ୟୁନ ସୁକ ୟୋଲଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ସ୍ଥାନୀୟ ମିଡ଼ିଆ ରିପୋର୍ଟ ଅନୁଯାୟୀ ଦକ୍ଷିଣ କୋରିଆର ବିରୋଧୀ ଦଳ ରାଷ୍ଟ୍ରପତିଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଆଣିଛନ୍ତି। ଏହାପୂର୍ବରୁ ରାଷ୍ଟ୍ରପତିୟୁନଙ୍କ ଇସ୍ତଫା ଦାବି କରି ଏବଂ ମହାଅଭିଯୋଗ ଦାବି କରି ଶତାଧିକ ସଂସଦ ଏବଂ ପାର୍ଟି ସଦସ୍ୟ ବୁଧବାର ନ୍ୟାସନାଲ ପାର୍ଲିଆମେଣ୍ଟ ଆଗରେ ଏକାଠି ହୋଇଥିଲେ।

ଦକ୍ଷିଣ କୋରିଆର ସ୍ଥାନୀୟ ମିଡ଼ିଆ ରିପୋର୍ଟ ଅନୁଯାୟୀ ରାଷ୍ଟ୍ରପତି ୟୁନ ସୁକ ୟୋଲଙ୍କ ଚିଫ ଅଫ ଷ୍ଟାଫଙ୍କ ସମେତ ଅନେକ ବରିଷ୍ଠ କ୍ୟାବିନେଟ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। କୁହାଯାଉଛି ଯେ ୧୨ ଜଣ କ୍ୟାବିନେଟ ମନ୍ତ୍ରୀ ସେମାନଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ଅନ୍ୟ ଅନେକ ବରିଷ୍ଠ ନେତା ମଧ୍ୟ ଇସ୍ତଫା ଦେବାକୁ ପ୍ରସ୍ତାବ ଦେଇଛନ୍ତି। କେବଳ ବିରୋଧୀ ନୁହଁନ୍ତି ଅନେକ କ୍ୟାବିନେଟ ନେତା ମଧ୍ୟ ସାମରିକ ଆଇନର ନିଷ୍ପତ୍ତିକୁ ବିରୋଧ କରୁଛନ୍ତି। ତାଙ୍କ ଦଳର ବରିଷ୍ଠ ନେତା ପିପୁଲ୍ସ ପାୱାର ପାର୍ଟି ହାନ ଡୋଙ୍ଗ ହୁନ୍ ମୁଖ୍ୟ ବିରୋଧୀଦଳ ନେତା ଲି ଜେ-ମିଆଙ୍ଗଙ୍କ ସହ ମିଶି ଏହି ନିଷ୍ପତ୍ତିକୁ ଭୁଲ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri