ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା: ପଞ୍ଜିକରଣ କରିଛନ୍ତି ୧୨ ଲକ୍ଷ, ୨୦୦୦ଙ୍କୁ ମିଳିଛି ନିଯୁକ୍ତି

ଭୁବନେଶ୍ୱର,୬।୧୨: ଗତ ପାଞ୍ଚ ବର୍ଷ ମଧ୍ୟରେ ସରକାରଙ୍କ ନିଯୁକ୍ତି ବିନିମୟ(ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ) କାର୍ଯ୍ୟାଳୟରେ ୧୨ ଲକ୍ଷରୁ ଅଧିକ ଚାକିରି ଆଶାୟୀ ପଞ୍ଜୀକୃତ ହୋଇଛନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ମାତ୍ର ୨୨୭୪ ଜଣଙ୍କୁ ଏପର୍ଯ୍ୟନ୍ତ ନିଯୁକ୍ତ କରାଯାଇଛି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ପ୍ରଶ୍ନର ଉତ୍ତରରେ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଗୃହକୁ ସୂଚନା ଦେଇଛନ୍ତି ଯେ ରାଜ୍ୟର ସମସ୍ତ ୩୦ ଟି ଜିଲାର ନିଯୁକ୍ତି ବିନିମୟ କାର୍ଯ୍ୟାଳୟରେ ଏହି ପଞ୍ଜିକରଣ କରାଯାଇଛି।

“ଦଶମ, ଦ୍ୱାଦଶ, ସ୍ନାତକ, ମାଷ୍ଟର ଡିଗ୍ରୀ ଏବଂ ବୈଷୟିକ ଶିକ୍ଷା ଯୋଗ୍ୟତା ହାସଲ କରିଥିବା ମୋଟ ୧୨,୧୩,୯୨୪ ଯୁବକ, ଯୁବତୀ ଗତ ଅକ୍ଟୋବର ୩୧, ୨୦୨୪ ସୁଦ୍ଧା ୨୦୧୯-୨୦ ରୁ ୨୦୨୩-୨୪ ମଧ୍ୟରେ ପଞ୍ଜୀକୃତ କରିଛନ୍ତି। ତେବେ ମୋଟ ପଞ୍ଜୀକୃତ ପ୍ରାର୍ଥୀଙ୍କ ମଧ୍ୟରୁ ୨୨୭୪ ଜଣଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ କ୍ଷେତ୍ରରେ ଚାକିରି ପ୍ରଦାନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri