OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ, କାର୍ଯ୍ୟରେ ଯୋଗ ନ ଦେଲେ ନିଲମ୍ବନ

ଭୁବନେଶ୍ୱର,୮।୧୨: OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ । ବଦଳି ହୋଇ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବା ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାରଙ୍କ କଡା ଚେତାବନୀ । ୧୦ ତାରିଖ ସୁଦ୍ଧା ନୂଆ ସ୍ଥାନରେ ଯୋଗ ଦିଅ, ନଚେତ ୧୧ ତାରିଖରୁ ନିଲମ୍ବନ କରିବେ ସରକାର । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

ନଭେମ୍ବର ୨୬ରେ କିଛି ଓଏଏସ ଅଫିସରମାନଙ୍କର ବଡ଼ ଧରଣର ବଦଳି କରାଯାଇଥିଲା।
ବଦଳି ପରେ ତାଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ ବଦଳି ସତ୍ତ୍ୱେ ଅନେକ ଓଏଏସ ଅଫିସର ନିଜର ପୂର୍ବ ସ୍ଥାନରେ କାର୍ଯ୍ୟ କରି ଆସୁଛନ୍ତି । ସେମାନେ ନୂଆ ସ୍ଥାନରେ ଯୋଗ ଦେଉ ନାହାନ୍ତି । ଯେଉଁମାନେ ନୂଆ ସ୍ଥାନରେ ଯୋଗ ଦେଉ ନାହାନ୍ତି ସେମାନଙ୍କ ଦରମା ବନ୍ଦ କରିବାକୁ ଗତ ୩ ତାରିଖରେ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟ ସରକାର ।

ଏହାପରେ ମଧ୍ୟ ବଦଳି ହୋଇଥିବା ଓଏଏସ ଅଫିସରମାନେ ନ ଶୁଣିବାରୁ ୧୦ ତାରିଖ ସୁଦ୍ଧା ନୂଆ ସ୍ଥାନରେ ଯୋଗ ଦେବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି । ୧୦ ସୁଦ୍ଧା ଯେଉଁମାନେ ଯୋଗ ନ ଦେବେ ୧୧ ତାରିଖରୁ ସେମାନଙ୍କୁ ନିଲମ୍ବନ କରାଯିବ ବୋଲି ବିଜ୍ଞପ୍ତିରେ ସ୍ପଷ୍ଟ କରିଛନ୍ତି ରାଜ୍ୟ ସରକାର । ଯେଉଁ ଓଏଏସ ଅଫିସରମାନେ ଭୁବନେଶ୍ୱରରେ ବିଭାଗୀୟ ଟ୍ରେନିଂରେ ଅଛନ୍ତି ସେମାନେ ଟ୍ରେନିଂ ସରିବା ମାତ୍ରେ ତୁରନ୍ତ ନୂଆ ସ୍ଥାନରେ ଯୋଗ ଦେବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri