ଭଲିବଲ ଟୁର୍ନାମେଣ୍ଟ ଉଦଘାଟିତ: ବାରଖମା ଦଳ ବିଜୟୀ

ବାଲିଗୁଡା,୧୨।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ମିଡିଆକିଆସ୍ଥିତ ବ୍ଲୁ ଷ୍ଟାର କମିଟି ଆନୁକୂଲ୍ୟରେ ଗୁରୁବାର ଗ୍ରାମାଞ୍ଚଳ ସ୍ତରୀୟ ଭଲିବଲ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ୱାର୍ଡ଼ ନଂ. ୮ର ଭାଜପା ସଭାପତି ଆଶିଷ କୁମାର ମହାପାତ୍ର ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ l ପ୍ରଥମ ଦିନର ଉଦଘାଟନୀ ମ୍ୟାଚ ବାରଖମା ସହିତ ସପେଲି ଗ୍ରାମ ମଧ୍ୟରେ ଆୟୋଜିତ ହୋଇଥିଲା, ଏଥିରେ ବାରଖମା ଦଳ ବିଜୟୀ ହୋଇଥିଲେ l ଏହି ଟୁର୍ନାମେଣ୍ଟରେ ଆଖପାଖ ଅଞ୍ଚଳର ୧୪ଟି ଟିମ ଅଂଶ ଗ୍ରହଣ କରୁଥିବାବେଳେ ବିଜେତା ଦଳକୁ ୨୦ ହଜାର ଟଙ୍କା ଓ ଉପ ବିଜେତା ଦଳକୁ ୧୫ ହଜାର ଟଙ୍କା ପ୍ରଦାନ କରାଯିବ। ଏହାର ଫାଇନାଲ ଖେଳ ୧୮ରେ ଆୟୋଜିତ ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି। ଏଥିରେ କମିଟିର ଅମୁଲ୍ୟ ନାୟକ, ଅରୁଣ ନାୟକ, ବୁଲୁ ନାୟକ ପ୍ରମୁଖ ସଦସ୍ୟ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri