୧୪ରେ ହେବ ବିଦ୍ୟୁତ୍‌ କାଟ୍‌

ବରଗଡ଼,୧୨।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ଆସନ୍ତା ୧୪ତାରିଖରେ ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ବିଦ୍ୟୁତ୍‌ କାଟ୍‌ କରାଯିବ। ଉକ୍ତ ଦିନ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବରଗଡ଼ ଜିଲାର ବରଗଡ଼ ସହର, ଭଟଲି, ସୁକୁଡ଼ା, ଶରଧାପାଲି, ରାଇଶୋଭା, ଗୋପାଳପୁର, ମୁଲବାର, ତେଜାଗୋଲା, ନୂଆଁପାଲି, ନୂଆଁଗଡ଼, ବରାହଗୋଡ଼ା, ତୋରା, ଖେଦାପାଲି ତଥା ଆଖପାଖ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ। ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍‌ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ। ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ୍‌ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲ୍ୟୁଓଡିଏଲ୍‌ କର୍ତ୍ତୃପକ୍ଷ ଏକ ପ୍ରେସ ବିବୃତିରେ କହିବା ସହ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri