ପ୍ରେମିକାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍‌ କରି ପ୍ରେମିକ ଗିରଫ

ଭୁବନେଶ୍ବର,୧୩।୧୨: ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପ୍ରେମିକାର ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ଜଣେ ପ୍ରେମିକଙ୍କୁ ଗିରଫ କରିଛି।

ପୋଲିସ ସୂଚନା ମୁତାବକ, ଜଣେ ଯୁବତୀ ଏବଂ ଯୁବକଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା। ପରେ ପ୍ରେମିକ ବିଭିନ୍ନ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ଏହାର ଭିଡିଓ ମଧ୍ୟ ଉତ୍ତୋଳନ କରିଥିଲେ। ପରବର୍ତ୍ତୀ ସମୟରେ ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ବ୍ଲାକମେଲ କରୁଥିଲେ। ଏନେଇ ପ୍ରେମିକା ଥାନାରେ ଏକ ଏତଲା ଦେଇଥିଲେ। ଅଭଯୋଗକୁ ଭିତ୍ତି କରି ପୋଲିସ ପ୍ରେମିକଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri