ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍‌…

କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ ସୋମବାର ସନ୍ଧ୍ୟାରେ ଏକ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ ରାଜପଥରେ ଏବେ ଗାଡ଼ି ଚଳାଚଳ ସ୍ବାଭାବିକ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିକିଛି। ମୃତ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ। ବିଜେଡିର ୮…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ହାଇସ୍କୁଲ ପରିସରରେ ଆୟୋଜିତ ସଭାରେ ଭାରପ୍ରାପ୍ତ…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ ଏବଂ ଜିଲା ପରିଷଦ…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ କରିବାକୁ ନିଷ୍ପତ୍ତି ନେଇପାରୁନାହାନ୍ତି କି ଇରାନକୁ ମଧ୍ୟ ରୋକିବାକୁ ବୁଦ୍ଧି ପାଉନାହାନ୍ତି। ଯୁଦ୍ଧ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ପରିସ୍ଥିତି କ୍ରମଶଃ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଗତ କିଛି ଦିନ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର ୩ ବିଧାୟକ ରମେଶ ଜେନା, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ କ୍ରସ୍‌…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ପତାକାଧାରୀ ଜାହାଜଗୁଡ଼ିକର ସୁରକ୍ଷିତ ପ୍ରବେଶ ପାଇଁ ଭାରତ ଚେଷ୍ଟା…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ। ଏହି ୬-ଲେନ୍ ବିଶିଷ୍ଟ ହାଇସ୍ପିଡ୍ କରିଡର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି । ସର୍ବାଧିକ ଭୋଟ ସହ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ କୁମାର ମଧ୍ୟ ବିଜୟୀ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା ଏବଂ ଏହାର ସମର୍ଥିତ ପ୍ରାର୍ଥୀ ମୋଟ ୩ଟି ଆସନ ହାସଲ କରିଥିବାବେଳେ ବିରୋଧୀ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ତଥା ଅଭିଜ୍ଞ ରାଜନେତା ଦିଲୀପ ରାୟ ବିଜୟୀ ହୋଇଛନ୍ତି।…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟ ଅନୁଯାୟୀ, ଦେଶର ମୋଟ ବେକାରୀ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା ପରେ ଏବେ ଅନେକ ପ୍ରଶ୍ନ ଉଠିଛି। କ’ଣ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri