Posted inଜାତୀୟ

ତବଲା ବାଦକ ଜାକିର ହୁସେନଙ୍କ ଦେହାନ୍ତ

ଓ୍ବାଶିଂଟନ, ୧୫।୧୨: ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ ହୃଦଘାତରେ ଦେହାନ୍ତ ହୋଇଛି। ପୂର୍ବରୁ ଗମ୍ଭୀର ହୃଦ୍‌ରୋଗରେ ପୀଡିତ ହୋଇ ଆମେରିକାର ସାନ ଫ୍ରାନ୍ସିସ୍କୋସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା।

ରାଜସ୍ଥାନ କ୍ୟାବିନେଟ ମନ୍ତ୍ରୀ ରାଜୀବର୍ଦ୍ଧନ ସିଂ ରାଠୋର ହୁସେନ୍‌ଙ୍କ ଆକସ୍ମିକ ମୃତ୍ୟୁ ବିଷୟରେ ଏକ୍ସରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି।

ସେହିପରି ତବଲା ମାଷ୍ଟ୍ରୋ ହୁସେନ୍‌ଙ୍କ ମୃତ୍ୟୁକୁ ନେଇ କୃଷି ମନ୍ତ୍ରୀ ଶିବରାଜ ସିଂ ଚୋୖହ୍ୱାନଙ୍କୁ ସମବେଦନା ଜଣାଇଛନ୍ତି।

ଭାରତର ଅନ୍ୟତମ ପ୍ରସିଦ୍ଧ ଶାସ୍ତ୍ରୀୟ ସଂଗୀତଜ୍ଞଙ୍କ ମଧ୍ୟରୁ ଜାକିର ହୁସେନ ୧୯୮୮ ରେ ପଦ୍ମଶ୍ରୀ, ୨୦୦୨ ରେ ପଦ୍ମ ଭୂଷଣ ଏବଂ ୨୦୨୩ ରେ ପଦ୍ମଭୂଷଣ ଗ୍ରହଣ କରିଥିଲେ।

ଗତ ଦୁଇ ସପ୍ତାହ ଧରି ହୃଦଘାତ ଜନିତ ସମସ୍ୟା ପାଇଁ ତାଙ୍କୁ ସାନ ଫ୍ରାନ୍ସିସ୍କୋର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri