ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର ଅପରାହ୍ନରେ ଓକିଲ ସଂଘର ପ୍ରତିନିଧି ବୃନ୍ଦ…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ ଆଣିବା ସହିତ ଆର୍ଥିକ କ୍ଷତିପୂରଣ ପ୍ରଦାନ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼ ସ୍ତମ୍ଭ ଥିବା ସୁନେତ୍ରା ପାୱାର ଏବେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ ଅପଡେଟ ଆସିଛି। ସେ ବେଙ୍ଗାଲୁରୁର ବିସିସିଆଇର…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ତାଙ୍କ ସ୍ବାମୀ ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ। ବୈଠକରେ ବରିଷ୍ଠ ଏନସିପି ନେତା ଦିଲୀପ ୱାଲସେ ପାଟିଲ ତାଙ୍କ ନାମ ପ୍ରସ୍ତାବ…

ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…

ମୁମ୍ବାଇ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍‌ ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଶରଦ ପାଓ୍ବାର ସୁନେତ୍ରାଙ୍କ ଶପଥ ଗ୍ରହଣ…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ବଛା ଯାଇଛି। ରାଜଭବନରେ ପ୍ରସ୍ତୁତି ଶେଷ ହୋଇଛି, ଏବଂ ଶପଥ ଗ୍ରହଣ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର କରିଛି। ସୁନେତ୍ରା ପାୱାର ତାଙ୍କ ସ୍ବାମୀଙ୍କ ଉପ-ମୁଖ୍ୟମନ୍ତ୍ରୀ ପଦବୀ ପୂରଣ କରିବାକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର ମୁଖ୍ୟ କୋଚ କ୍ରେଗ ଫୁଲଟନ ମନପ୍ରୀତ ସିଂହଙ୍କ ସପକ୍ଷରେ ବାହାରି ହକି ଇଣ୍ଡିଆ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri