ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣାରେ ଶନିବାର ଜଙ୍ଗଲ ଓ ପରିବେଶ…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ ଆଶାକୁ ମଧ୍ୟ ପ୍ରତିଫଳିତ କରିବ। ଯେତେବେଳେ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏନେଇ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI ଘାଟି ଉପରେ ଆକ୍ରମଣ କରିଛନ୍ତି। ବେଲୁଚିସ୍ତାନ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ହରଘର ନଳ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ। ବୈଠକରେ ବରିଷ୍ଠ ଏନସିପି ନେତା ଦିଲୀପ ୱାଲସେ ପାଟିଲ ତାଙ୍କ ନାମ ପ୍ରସ୍ତାବ…

ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…

ମୁମ୍ବାଇ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍‌ ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଶରଦ ପାଓ୍ବାର ସୁନେତ୍ରାଙ୍କ ଶପଥ ଗ୍ରହଣ…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ବଛା ଯାଇଛି। ରାଜଭବନରେ ପ୍ରସ୍ତୁତି ଶେଷ ହୋଇଛି, ଏବଂ ଶପଥ ଗ୍ରହଣ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର କରିଛି। ସୁନେତ୍ରା ପାୱାର ତାଙ୍କ ସ୍ବାମୀଙ୍କ ଉପ-ମୁଖ୍ୟମନ୍ତ୍ରୀ ପଦବୀ ପୂରଣ କରିବାକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର ମୁଖ୍ୟ କୋଚ କ୍ରେଗ ଫୁଲଟନ ମନପ୍ରୀତ ସିଂହଙ୍କ ସପକ୍ଷରେ ବାହାରି ହକି ଇଣ୍ଡିଆ…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri