ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର । ମୃତ ବ୍ୟକ୍ତିଙ୍କ ନାଁରେ…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ପ୍ରଭାବିତ କରେ। ପ୍ରକୃତରେ, ବୈଦିକ ଜ୍ୟୋତିଷ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ ଠାକରେ ଗଭୀର ଶୋକ ପ୍ରକାଶ କରିଛନ୍ତି।…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ କରିବା ସମୟରେ ଏକ ଖୋଲା ପଡିଆରେ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର ନଜର ତାଙ୍କ ପତ୍ନୀ ତଥା ରାଜ୍ୟସଭା…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ ବିଷୟରେ କୁହାଯାଇଛି ଯାହାଙ୍କୁ ବିବାହ କଲେ…

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଯେଉଁଥିରେ ଅଜିତଙ୍କ ବିମାନ  ପରିଚାରିକା ପିଙ୍କି ମାଲି ମଧ୍ୟ ସାମିଲ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା କରିଛନ୍ତି । ସେ ୮୮୮୪ କୋଟିର ୨୦ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ ରହିଛନ୍ତି। ସକାଳ ପ୍ରାୟ ୮:୧୦ ସମୟରେ ମୁମ୍ବାଇରୁ ବାରାମତୀ ଅଭିମୁଖେ ଯାଉଥିବା ବେଳେ…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି ଯେ, ଅଜିତ ପାଓ୍ବାରଙ୍କ ମୃତଦେହ ତାଙ୍କ ଘଣ୍ଟା ଦ୍ୱାରା ଚିହ୍ନଟ…

ଏଥର ବଜେଟରେ କ’ଣ ଶସ୍ତା, କ’ଣ ମହଙ୍ଗା ହୋଇପାରେ, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୨୮।୧: କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, କରଦାତାଙ୍କଠାରୁ ଆରମ୍ଭ କରି ଭାରତର ଅର୍ଥନୀତିର ବିଭିନ୍ନ କ୍ଷେତ୍ର ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଶା ଅଧିକ ରହିଛି। କରଦାତା, ବିଶେଷକରି ମଧ୍ୟବିତ୍ତ ବର୍ଗ, ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଆଶା କରୁଛନ୍ତି। ମୁଦ୍ରାସ୍ଫୀତି ଯୋଗୁ ବଢ଼ୁଥିବା ଦୈନିକ…

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ ସପ୍ତାହରେ ଦୁଇଟି ଘଟଣା ସାମ୍ନାକୁ ଆସିଛି। ପ୍ରଥମଟି ହେଲା କୋରାପୁଟ ଜିଲାପାଳ ୭୭ତମ…

ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ, ୩୦ ଜିଲାରେ ବନ୍ଦ ରହିବ…

ଭୁବନେଶ୍ୱର,୨୮ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର…

ଅଡୁଆରେ କର୍ଣ୍ଣାଟକ ସରକାର: ୬,୦୦୦ କୋଟିର ମଦ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ,୨୭।୧: କର୍ଣ୍ଣାଟକର କଂଗ୍ରେସ ସରକାର ଏକ ବଡ଼ ଧରଣର ଦୁର୍ନୀତି ଅଭିଯୋଗର ଘେରକୁ ଆସିଛନ୍ତି। ରାଜ୍ୟ ଅବକାରୀ ବିଭାଗରେ ଗତ ଦୁଇ ବର୍ଷ ମଧ୍ୟରେ ପ୍ରାୟ ୬,୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇଥିବା କର୍ଣ୍ଣାଟକ ୱାଇନ୍ ମର୍ଚାଣ୍ଟ ଆସୋସିଏସନ ଗୁରୁତର ଅଭିଯୋଗ…

ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତି: କେଉଁ ରାଜ୍ୟକୁ ମିଳିବ କେତେ ଫାଇଦା? ଜାଣନ୍ତୁ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ସ୍ୱାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି (FTA)। ଏହି ଚୁକ୍ତି ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଏହି ଚୁକ୍ତି ଦ୍ୱାରା ଭାରତରୁ ୟୁରୋପକୁ…

ବଦଳିବ କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପ: ୪୦କୁ ବୃଦ୍ଧି ପାଇବ ଆଇସିୟୁ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର,୨୭।୧: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲର ଭିତ୍ତିଭୂମି ଓ ସ୍ୱାସ୍ଥ୍ୟସେବାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ମଙ୍ଗଳବାର ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତି ବୈଠକରେ ଚିକିତ୍ସା ସେବାକୁ ଅଧିକ ବ୍ୟାପକ କରିବା ପାଇଁ ଅନେକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri