୫ ଦିନିଆ ଗସ୍ତରେ ଦିଲ୍ଲୀ,ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱାର,୧୮।୧୨: ଗରୁବାରଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ପରେ ଦିଲ୍ଲୀରେ ୫୫ତମ ଜିଏସ୍ଟି ବୈଠକରେ ଯୋଗ ଦେବେ।ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଇଥିଲେ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର ଷ୍ଟ୍ରିପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହା ପରେ ତାଙ୍କୁ ଦଳୀୟ କର୍ମୀ, ନେତା, ସ୍ଥାନୀୟ ଲୋକ ମାନେ ଭବ୍ୟ ସ୍ଵାଗତ କରିବା ସହ ଏକ ଶୋଭାଯାତ୍ରାରେ ବାଲିଆଗୋଡା ଗ୍ରାମ କୁ ଯାଇ ସେଠାରେ ସାନ୍ତାଳୀ ଆଲ ଇଣ୍ଡିଆ ସାନ୍ତାଳୀ ରାଇଟରସ ଆସୋସିଏସନ୍ର ୭ମ ବାର୍ଷିକ ଉତ୍ସବ ରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟକାଙ୍କ ପରଲୋକ । ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଡେଲିଭରୀ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ: ଏହି ଦୁଇଦିନ ହେବ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ସ୍ୱିଗି (Swiggy), ଜୋମାଟୋ (Zomato), ଜେପ୍ଟୋ (Zepto), ବ୍ଲିଙ୍କିଟ୍ (Blinkit), ଆମାଜନ (Amazon), ଫ୍ଲିପକାର୍ଟ (Flipkart) ସମେତ ବିଭିନ୍ନ ଇ-କମର୍ସ ଏବଂ ଫୁଡ୍ ଡେଲିଭରୀ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri