Posted inଜାତୀୟ

‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’

ନୂଆଦିଲ୍ଲୀ,୧୮ା୧୨: କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କଂଗ୍ରେସକୁ ସମ୍ବିଧାନ ବିରୋଧୀ, ଆମ୍ବେଦକର ବିରୋଧୀ କହିଛନ୍ତି ଶାହା। ନେହରୁ ଓ ଇନ୍ଦିରାଙ୍କୁ ଭାରତ ରତ୍ନ ଦେଲେ, କିନ୍ତୁ ଆମ୍ବେଦକରଙ୍କୁ ସମ୍ମାନିତ କଲେନାହିଁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ବୋଲି କଂଗ୍ରେସ ଚାହୁଁ ନ ଥିଲା। ୧୯୯୦ରେ ଆମ୍ବେଦକର ଭାରତରତ୍ନରେ ସମ୍ମାନିତ ହୋଇଥିଲେ। ଆମ୍ବେଦକରଙ୍କୁ ନେଇ ମୋ’ ମନ୍ତବ୍ୟକୁ କଂଗ୍ରେସ ବିକୃତ କରିଛି। ମନ୍ତବ୍ୟକୁ ବିକୃତ କରିବା କଂଗ୍ରେସର ଅଭ୍ୟାସ, ନିର୍ବାଚନ ବେଳେ ବି କଂଗ୍ରେସ ଏଭଳି କରିଥିଲା।

ପୁରୁଣା ପଦ୍ଧତି ଗ୍ରହଣ କରି କଥାକୁ ନଥା କରି ମିଥ୍ୟାକୁ ସତ୍ୟ ପ୍ରମାଣ କରି ସମାଜରେ ଦ୍ୱନ୍ଦ୍ୱ ବିସ୍ତାର କରିବାକୁ କଂଗ୍ରେସ ପୁଣି ଥରେ ଏକ ମନ୍ଦ ଉଦ୍ୟମ କରିଛି। ସଂସଦରେ ଆଲୋଚନା ବେଳେ ଏହା ପ୍ରମାଣିତ ହୋଇଛି ଯେ, ବାବା ସାହେବ ଆମ୍ବେଦକରଙ୍କ କଂଗ୍ରେସ କିପରି ଦୃଢ଼ ବିରୋଧ କରିଥିଲା ଏବଂ ତାଙ୍କ ଅନୁପସ୍ଥିତି ପରେ ମଧ୍ୟ କଂଗ୍ରେସ ତାଙ୍କୁ ମାର୍ଜିତ କରିବାକୁ ଚେଷ୍ଟା କରିଥିଲା।

ଶାହା କହିଛନ୍ତି, ମୋ ଯୋଗୁ ଅରବିନ୍ଦ କେଜ୍‌ରିଓ୍ବାଲ ସମ୍ବିଧାନ ଏବଂ ବାବା ସାହେବଙ୍କୁ ସମ୍ମାନ ଦେବା ଆରମ୍ଭ କରିଥିଲେ। ଏହା ଏକ ବଡ଼ କଥା। ଖାର୍ଗେଜୀ ଆତ୍ମ ମନ୍ଥନ କରିବା ଆବଶ୍ୟକ। ମୁଁ ସ୍ବପ୍ନରେ ସୁଦ୍ଧା ବାବାସାହେବଙ୍କୁ ଅପମାନ କରିପାରିବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri