ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ବରଗଡ଼ର ଶିଶୁ

ବରଗଡ଼,୧୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ଗାଁ ଗ୍ରାମର ଜଣେ ଶିଶୁ ଆହ୍ବାନ ମହାକୁର(୨ବର୍ଷ) ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ଼ରେ ସ୍ଥାନ ପାଇଛନ୍ତି। ସେ ଏକବର୍ଷ ୧୦ମାସ ବୟସରେ ଭାରତର ସ୍ବାଧୀନତା ସଂଗ୍ରାମୀ, ରାମାୟଣ, ମହାଭାରତ, ଦେଶର ଜାତୀୟ ଫଳ, ଜାତୀୟ ଫୁଲ, ଜାତୀୟ ପଶୁ, ଜାତୀୟ ପକ୍ଷୀ, ଜାତିର ପିତାଙ୍କ ସମେତ ଅନେକ ମହାପୁରୁଷଙ୍କ ଉପରେ ଆଧାରିତ ପ୍ରଶ୍ନର ଠିକ୍‌ ଉତ୍ତର ଦେଇ ଏହି କୃତିତ୍ୱ ଅର୍ଜନ କରିଛନ୍ତି। ଅଡ଼ଗାଁ ଗ୍ରାମର ଶାନ୍ତିଲତା ଏବଂ ନିଶିକାନ୍ତଙ୍କ ପୁଅ ଆହ୍ବାନଙ୍କ ଏଭଳି କୃତିତ୍ୱକୁ ନେଇ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri