ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି ଉତ୍ସବ‘ଘୁମୁରା’l ଏଣୁ ଏହାର ପ୍ରଚାର ପ୍ରସାର ଏବଂ କେମିତି ଉତ୍ସବ ଆୟୋଜନ କରାଯିବା ସେନେଇ  ଥୁଆମୂଳ ରାମପୁର ସମିତି ସଭାଗୃହଠାରେ ବ୍ଲକ୍ ଅଧକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତାରେ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l

ପ୍ରସ୍ତୁତି ବୈଠକରେ ଚଳିତ କଳାହାଣ୍ଡି ଉତ୍ସବ କିଭଳି ଅଧିକ ଆକର୍ଷଣୀୟ ହେବ ସେ ବିଷୟରେ ଆଲୋଚନା କରାଯାଇ ବିଡ଼ିଓ ଧ୍ରୁବ ଚରଣ ମୁଦୁଲି ଓ ବ୍ଲକ ଅଧକ୍ଷ ମାଝୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଆସନ୍ତା ଜାନୁଆରୀ ୭ ଓ ୮ ତାରିଖରେ ବ୍ଲକ ସଦର ବାବା ଖଣ୍ଡୁଆଳ ଖେଳ ପଡିଆଠାରେ ଉତ୍ସବ ଅନୁଷ୍ଠିତ ହେବ। ସେହିପରି ଚଳିତ ମାସ ୨୨ଠାରୁ ଜାନୁଆରୀ ୪ ତାରିଖ ଭିତରେ ବ୍ଲକର ୨୪ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଉତ୍ସବ ପାଳନ କରାଯିବ। ଏହାର ପରିଚାଳନା ପାଇଁ ବିଭିନ୍ନ କମିଟି ଗଠନ କରାଯାଇ ଦାୟିତ୍ୱ ବଣ୍ଟନ କରାଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ କଳା ସଂସ୍କୃତି ସଂଘ ଉପସଭାପତି ମାଣିକ୍ୟ ଚନ୍ଦ୍ର ନାଏକ, ଯୁକ୍ତ ଦୁଇ ମହାବିଦ୍ୟାଳୟ ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା, ବ୍ଲକ ଉପାଧ୍ୟକ୍ଷ ଜୟନ୍ତୀ ମାଝୀ, ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ହେମନ୍ତ ପଣ୍ଡା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ, ଖବରଦାତା ବଳଭଦ୍ର ବାଗ, ପ୍ରଦୀପ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri