ଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟି

ଛତ୍ରପୁର,୧୯ା୧୨(ସନ୍ତୋଷ ପାଢ଼ୀ): ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ପ୍ରତି ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦ୍‌ମୀ ପାର୍ଟି ଗଞ୍ଜାମ ଜିଲା ସଙ୍ଗଠନ ତରଫରୁ ତାଙ୍କର ଇସ୍ତଫା ଦାବି କରାଯାଇଛି। ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଜିଲାପାଳଙ୍କ ଜରିଆରେ ଅଭିଯୋଗପତ୍ର
ପ୍ରଦାନ କରାଯାଇଛି। ସଂସଦର ପବିତ୍ର ମନ୍ଦିର ପରିସରରେ ଭାରତବର୍ଷର ସମ୍ବିଧାନ ପ୍ରଣେତା ଡଃ ଭୀମରାଓ ଆମ୍ବେଦକରଙ୍କ ଉଦ୍ଦେଶ୍ୟରେ ଅମିତ ଶାହାଙ୍କର ଅଶାଳୀନ ଓ ଅପମାନଜନକ ଟିପ୍ପଣୀ କୋଟି କୋଟି ଭାରତୀୟଙ୍କ ଭାବାବେଗକୁ କୁଠାରାଘାତ କରିଛି। ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବା ସମୟରେ ସଂସଦୀୟ ମର୍ଯ୍ୟାଦା ଓ ଶୃଙ୍ଖଳା ଆବଦ୍ଧରେ ରହି ବିରୋଧୀ ଦଳର ଅନେକ ସାଂସଦ ଜେନ୍ଦ୍ରସରକାରଙ୍କର ସମ୍ବିଧାନ ବିରୋଧୀ କାର୍ଯ୍ୟକଳାପର ଦୃଢ଼ ପ୍ରତିବାଦ କରିବା ଅବସରରେ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମ ବାରମ୍ବାର ଉଚ୍ଚାରଣ କରିବାର ଦେଖାଯାଇଥିଲା। ଆମ୍‌ ଆଦ୍‌ମୀ ପାର୍ଟି ଶାହାଙ୍କୁ ଦେଶବାସୀଙ୍କ ସମ୍ମାନରେ ମଥାନତ ହୋଇ କ୍ଷମା ପ୍ରାର୍ଥନା କରିବା ସହ ଅବିଳମ୍ବେ ଇସ୍ତଫା ପ୍ରଦାନ କରିବାକୁ ଦାଦି ହୋଇଛ। ଯଦି ଶାହା ତୁରନ୍ତ ନିଜ କୁକର୍ମର ପ୍ରାୟଶ୍ଚିତ ନ କରନ୍ତି ତେବେ ଆଗାମୀ ଦିନରେ ବାବା ସାହେବଙ୍କ ସମ୍ମାନ ରକ୍ଷା କରିବା ଉଦ୍ଦେଶ୍ୟରେ ଆମ ଆଦ୍‌ମୀ ପାର୍ଟି ତରଫରୁ ଧାରଣା ପ୍ରଦର୍ଶନ କରାଯିବା ସହ ଆନ୍ଦୋଳନର ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri