ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।
ବିଶ୍ବ ଏନ୍‌ଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ। ତେବେ ଏହି ମାମଲାରେ ପ୍ରମିଳା ଛନ୍ଦି ହୋଇଯିବେ ନିତ ଯାହାକୁ ନେଇ ଚର୍ଚ୍ଚା ହେଉଛି। ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ ହୋଇଥିଲା। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ।ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri