ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ବିଶ୍ୱ ଶାନ୍ତି ମହାଯଜ୍ଞ ଶୁକ୍ରବାର…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ ପାଣିରୁ ଉଦ୍ଧାର କରିଛନ୍ତି। ସୂଚନା ଅନୁସାରେ,…

ବାଥ୍‌ରୁମ୍‌ରେ ଗାଧୋଉଥିଲେ ମହିଳା, ଲୁଚିକି ଭିଡିଓ କରୁଥିଲେ ୨ କ୍ରିକେଟର୍‌: ବାନ୍ଧିଲା ପୋଲିସ

କଲମ୍ବୋ,୧।୫: ଚଳିତ IPL 2026 ସିଜିନ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଅଣ୍ଡର-୧୯ କ୍ରିକେଟ ଦଳର ଦୁଇ ଖେଳାଳିଙ୍କୁ ଏକ ହୋଟେଲରେ ଗାଧୋଇବା ସମୟରେ ଗୁପ୍ତ ଭାବରେ…

EPFO ପେନସନଧାରୀଙ୍କ ପାଇଁ ବଡ଼ଖବର : EPF ପେନସନ ୧୦୦୦୦ରୁ ବଢ଼ି ହେବ ଏତିକ! ଦିଆଗଲା ପ୍ରସ୍ତାବ

ନୂଆଦିଲ୍ଲୀ,୧।୫: ଜାତୀୟ ଆନ୍ଦୋଳନ କମିଟି (NAC)ର ମୁଖ୍ୟ ଦାବି ହେଉଛି EPS-୯୫ ଅଧୀନରେ ଆବୃତ ପେନସନଭୋଗୀଙ୍କ ପାଇଁ ସର୍ବନିମ୍ନ ମାସିକ ପେନସନ ୧,୦୦୦ରୁ ୭୫୦୦ କୁ ବୃଦ୍ଧି କରିବା। ଏହା ସହିତ ପେନସନକୁ ମହଙ୍ଗା…

ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା ୨ ଡିଗ୍ରୀରୁ ଅଧିକ ହ୍ରାସ ପାଇଛି।…

ସ୍ଲଟ୍‌ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ

ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍‌ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର ପ୍ରଶାସନର ପରିବର୍ତ୍ତିତ ଏସ୍‌ଓପି ମଧ୍ୟ ସୂଚନା…

ଆଜିଠାରୁ ପରିବର୍ତ୍ତନ ହେଲା ଦେଶରେ ଏହିସବୁ ନିୟମ: ଆପଣଙ୍କ ପକେଟ ଉପରେ କେତେ ପ୍ରଭାବ ପକାଇବ, ଜାଣନ୍ତୁ…

ନୂଆଦିଲ୍ଲୀ,୧।୫: ମେ ୧ ତାରିଖରୁ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି। ଏଗୁଡ଼ିକ ଆପଣଙ୍କ ଘରର ରୋଷେଇ ଘର, ଯାତ୍ରା ଏବଂ ମୋବାଇଲ ଗେମିଂ ଉପରେ ସିଧାସଳଖ ପ୍ରଭାବ ପକାଇବ। ପ୍ରତି ମାସର ୧ ତାରିଖରେ, ତୈଳ ବିପଣନ କମ୍ପାନୀଗୁଡ଼ିକ…

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ମେ ୧, ୨୦୨୬ଠାରୁ ଏକ ସଂଶୋଧନରେ ବାଣିଜି୍ୟକ ଏଲପିଜି ସିଲିଣ୍ଡରର…

ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର,୩୦।୪:  ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବାହାରିବ ଫଳାଫଳ । ଷ୍ଟେଟ ଓପନ ସ୍କୁଲ ଏବଂ ମଧ୍ୟମା ଫଳ ମଧ୍ୟ…

‘ଝଡ଼ ଆସୁଛି’, ଟ୍ରମ୍ପଙ୍କ ଏମିତି ପୋଷ୍ଟକୁ ନେଇ ବିଶ୍ୱରେ ହଇଚଇ, ହେବ କି ବଡ଼ ଧରଣର…

ଓ୍ବାଶିଂଟନ,୩୦ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ସ୍ବତନ୍ତ୍ର ଶୈଳୀରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଯାହା ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି ଏକ ‘ବଡ଼ ଝଡ଼’ ଆସୁଛି, ଏବଂ…

ମୁଁ ବି ପୁଷ୍ପା, ମୁଣ୍ଡ ନୁଆଁଇବି ନାହିଁ, କାହିଁକି ଏମିତି କହିଲେ ଏହି ଟିଏମ୍‌ସି ନେତା

କୋଲକାତା,୩୦ା୪: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ତୃଣମୂଳ କଂଗ୍ରେସ(TMC) ପ୍ରାର୍ଥୀ ଜାହାଙ୍ଗୀର ଖାନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ସେ ଏବଂ ତାଙ୍କ ସମର୍ଥକମାନେ ସ୍ଥାନୀୟ ଭୋଟରମାନଙ୍କୁ ଭୟଭୀତ କରିବା ସହ ସେମାନଙ୍କ ପରିଚୟପତ୍ର ଛଡ଼ାଇ…

ନିର୍ବାଚନ ଜିତିଗଲେ ବଡ଼ ରେକର୍ଡ ଭାଙ୍ଗିବେ ମମତା , ଲଗାତାର ୨୦ ବର୍ଷ ଧରି କ୍ଷମତାରେ ରହିଥିବା…

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ଏକ ଐତିହାସିକ ମୋଡ଼ରେ ଅଛି। ଆଗାମୀ ବିଧାନସଭା ନିର୍ବାଚନରେ ହ୍ୟାଟ୍ରିକ୍‌ ବିଜୟ ପରେ ଯଦି ମମତା ବାନାର୍ଜୀ ତାଙ୍କର ଚତୁର୍ଥ କାର୍ଯ୍ୟକାଳ ଆରମ୍ଭ କରନ୍ତି, ତେବେ ଏହା ଭାରତୀୟ ଗଣତାନ୍ତ୍ରିକ ଇତିହାସରେ ଏକ ଅସାଧାରଣ ଅଧ୍ୟାୟ…

ନବୀନଙ୍କ ଦଶା ଭୋଗିବେ କି ମମତା? ଟିଏମସିରେ ଚହଳ!

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତିରେ ଏବେ ନୂଆ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥର ଦୁଇଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବାକୁ ନିଷ୍ପତ୍ତି ନେଇଥିବା ଖବର ରାଜନୈତିକ ମହଲରେ ଅନେକ ପ୍ରଶ୍ନ ଉଠାଇଛି। ସାଧାରଣତଃ ଶକ୍ତିଶାଳୀ ନେତାମାନେ ନିଜ ଗଡ଼…

ଚମକାଇଲା Exit Poll, ବଙ୍ଗରେ ୫ଗୁଣା ବଢିଯିବ କଂଗ୍ରେସ ସିଟ୍‌!

କୋଲକାତା,୩୦।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବୁଧବାର (୨୯ ଏପ୍ରିଲ, ୨୦୨୬) ଶେଷ ହୋଇଛି। ସମକାଳୀନ ଭାବରେ, ଏକଜିଟ ପୋଲର ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି ସମୟରେ, ‘ପୋଲ ଡାଏରୀ’ ଦ୍ୱାରା କରାଯାଇଥିବା ଏକ ସର୍ଭେ ସୂଚାଇ ଦେଇଛି ଯେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ଥାନର କୃଷିମନ୍ତ୍ରୀ କିରୋଡି ଲାଲ ମୀନା। ଏହି ଅଭାବନୀୟ ଘଟଣାକୁ ସଭ୍ୟ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View

ରାଜ୍ୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri