୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ଆସନ୍ତା ଡିସେମ୍ବର ୨୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri