ସୁନୀତା ଓ୍ବିଲିୟମ୍ସଙ୍କୁ କେତେ ମିଳେ ଦରମା? ଏପରି ରିସ୍କ କଭର୍‌ ପାଇଁ ନାସା ଦିଏ ସ୍ପେଶାଲ…

ଓ୍ବାଶିଂଟନ୍‌,୨୧।୧୨: କୁହାଯାଏ କି ମହାକାଶଚାରୀମାନେ ଦୁନିଆର ସବୁଠାରୁ ସାହସୀ ଲୋକମାନଙ୍କ ମଧ୍ୟରୁ ଜଣେ, ଯେଉଁମାନେ ପୃଥିବୀର ମାଧ୍ୟାକର୍ଷଣକୁ ଚ୍ୟାଲେଞ୍ଜ କରି ମହାକାଶକୁ ଯାତ୍ରା କରନ୍ତି। ଏହିପରି ଜଣେ ସାହାସୀ ମହାକାଶଚାରୀ ହେଲେ ସୁନୀତା ୱିଲିୟମ୍ସ। ସେ ଜଣେ ଭାରତୀୟ ମହାକାଶଚାରୀ। ସୁନୀତା ୱିଲିୟମ୍ସ ଦୀର୍ଘ ସମୟ ଧରି ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନରେ ଅଟକି ରହିଛନ୍ତି।

ସୁନୀତା ୱିଲିୟମ୍ସ ମହାକାଶରେ ଅବିଶ୍ୱସନୀୟ ଭାବରେ ୩୨୨ ଦିନ ବିତାଇଛନ୍ତି। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠିଛି ଯେ ଏପରି ସାହାସିକ କାମ ପାଇଁ ନାସା ତାଙ୍କୁ କେତେ ଦରମା ଦିଏ। ଏତେ ଅସୁବିଧା ସତ୍ତ୍ୱେ ସେ ନିଜ ଜୀବନକୁ ପାଣି ଛଡାଇ ମହାକାଶରେ ରହିବା ସହଜ କଥା ନୁହେଁ।

ସୁନୀତା ୱିଲିୟମ୍ସ ଜଣେ ଭାରତୀୟ ମହାକାଶଚାରୀ। ସେ ୧୯୯୮ରେ ନାସାର ମହାକାଶ ମିଶନ ପାଇଁ ଜଣେ ମହାକାଶଚାରୀ ଭାବରେ ମନୋନୀତ ହୋଇଥିଲେ। ସେ ଆମେରିକାର ନୌସେନାର ଜଣେ ଅବସରପ୍ରାପ୍ତ ଅଧିକାରୀ । ସେ ୫୦ ଘଣ୍ଟା, ୪୦ମିନିଟ ପାଇଁ ସ୍ପେସଓ୍ବାକ୍‌ କରିଥିବା ରେକର୍ଡଧାରୀ ମହାକାଶଚାରୀ।

ନାସା ହେଉଛି ବିଶ୍ୱର ସର୍ବବୃହତ ମହାକାଶ ସଂସ୍ଥା। ସୂଚନା ଅନୁଯାୟୀ, ନାସାରେ ସାଧାରଣ ନାଗରିକ ମହାକାଶଚାରୀଙ୍କ ଦରମା ଆମେରିକା ସରକାରଙ୍କ ଦରମାନାମା ଦ୍ୱାରା ର୍ନିଣ୍ଣୟ କରାଯାଏ। ବିଶେଷ ଭାବରେ ଏହା GS-13 ରୁ GS-15 ଗ୍ରେଡ ଦ୍ୱାରା ନିର୍ଦ୍ଧାରିତ କରାଯାଏ।

ତେବେ ଏହି ଦରମା ଗ୍ରେଡେସନ ଅନୁସାରେ ସୁନୀତାଙ୍କୁ ଜିଏସ-୧୫ ପେଗ୍ରେଡ ଅନୁସାରେ ଦରମା ମିଳିଥାଏ। ତାଙ୍କୁ ବର୍ଷକୁ ୧୪୬,୭୫୭ ଡଲାର ମିଳିଥାଏ। ଯାହା ଭାରତୀୟ ମୁଦ୍ରାରେ ୧.୨୭ କୋଟି ଟଙ୍କା ଅଟେ। ମହାକାଶଚାରୀଙ୍କ ଚିକିତ୍ସା ସମ୍ବନ୍ଧୀୟ ଖର୍ଚ୍ଚକୁ ନେଇ ନାସା ବ୍ୟାପକ ସ୍ବାସ୍ଥ୍ୟ ବୀମା ଯୋଗାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri