ଚତୁର୍ଥ ପର୍ଯ୍ୟାୟରେ ‘ସୁଭଦ୍ରା ଟଙ୍କା’ ପାଇବେ ୨୦ ଲକ୍ଷ ମହିଳା, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା…

ଭୁବନେଶ୍ୱର,୨୧।୧୨: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ଉପରୁ ହଟିଛି ପରଦା। ଏବେ ଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ କରାଯାଉଛି। ଯାଞ୍ଚ ସରିଲେ ଆସନ୍ତା ୩୦ରେ ଟଙ୍କା ଦେବାକୁ ଟାର୍ଗେଟ ରଖାଯାଇଛି। ଯଦି ଏହା ନ ସରେ ତେବେ ଜାନୁଆରୀରେ ସୁଭଦ୍ରା ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ସେହିଭଳି ବଣ୍ଡାଘାଟିରେ ସୁଭଦ୍ରା ସମୀକ୍ଷା ନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ସେ ୧୨ ହଜାର ବଣ୍ଡା ମହିଳା ସୁଭଦ୍ରା ପାଇଁ ଆବେଦନ କରିଥିଲେ। ପ୍ରଥମ କିସ୍ତିରେ ୯ ହଜାର ବଣ୍ଡା ମହିଳା ଟଙ୍କା ପାଇଛନ୍ତି। ୩ ହଜାର ଟଙ୍କା ପାଇ ନାହାନ୍ତି। ଏହି ସମସ୍ୟାର ସମାଧାନ ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତଙ୍କୁ ଟଙ୍କା ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri