ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ହରିବାବୁଙ୍କୁ ନିଯୁକ୍ତି ରାଷ୍ଟ୍ରପତି ନିଯୁକ୍ତି ଦେଇଥିବା ବେଳେ ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା ଦେଇଛନ୍ତି।

ସେହିଭଳି ଓଡ଼ିଶା ସମେତ ଆଉ 4 ରାଜ୍ୟରେ ମଧ୍ୟ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ଜେନେରାଲ ବିଜୟ କୁମାର ସିଂହଙ୍କୁ ମିଜୋରାମ ରାଜ୍ୟପାଳ, ରାଜେନ୍ଦ୍ର ବିଶ୍ଵନାଥ ଅର୍ଲେକରଙ୍କୁ କେରଳ ରାଜ୍ୟପାଳ, ଆରିଫ ମହମ୍ମଦଙ୍କୁ ବିହାର ରାଜ୍ୟପାଳ ଏବଂ ଅଜୟ କୁମାର ଭଲ୍ଲାଙ୍କୁ ମଣିପୁର ରାଜ୍ୟପାଳ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀୟୁଷଙ୍କୁ ନେଇ ରାଣୀ ପଣ୍ଡାଙ୍କ ବିବାଦୀୟ ବୟାନ, ପାଲଟା ଜବାବ ରଖିଲେ ପୀୟୁଷ

ଭୁବନେଶ୍ବର,୨୨ା୧: ଯାତ୍ରା ଦୁନିଆର ଦୁଇ ଲୋକପ୍ରିୟ କଳାକାର ପୀୟୁଷ ତ୍ରିପାଠୀ ଏବଂ ରାଣୀ ପଣ୍ଡା ମୁହାଁମୁହିଁ। ଯାଜପୁର ଜିଲା ବିଞ୍ଝାରପୁରର ବାରୁଣେଶ୍ୱର ମେଳାରେ ଦୁଇଜଣଙ୍କ ମଧ୍ୟରେ ଦେଖାଦେଇଥିବା…

କଂଗ୍ରେସ ସହ ହାତ ମିଳାଇଲା ଭାଜପା, ନିର୍ୱାଚନ ଜିତିବାକୁ ଏହି ରାଜ୍ୟରେ କଲା ମେଣ୍ଟ

ମୁମ୍ୱାଇ,୨୨।୧: ଶୀର୍ଷ ନେତୃତ୍ୱର ଅସନ୍ତୋଷ ସତ୍ତ୍ୱେ, ମହାରାଷ୍ଟ୍ରର ଅମରାବତୀ ଜିଲାର ଅଚଳପୁର ପୌର ପରିଷଦରେ ବିଭିନ୍ନ କମିଟିର ଅଧ୍ୟକ୍ଷଙ୍କ ର୍ନିବିରୋଧୀ ନିର୍ୱାଚନ ସୁନିଶ୍ଚିତ କରିବା ପାଇଁ ଭାଜପା,…

୨୦୩୬ ସୁଦ୍ଧା ଓଡ଼ିଶାର ୯୦% ଚାଷଜମିକୁ ମିଳିବ ଜଳସେଚନ ସୁବିଧା

ଭୁବନେଶ୍ବର,୨୨ା୧: ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିବା ପାଇଁ ଚାଷ ଜମିକୁ ଜଳସେଚନ ଗୁରୁତ୍ୱପୂର୍ଣ୍ଣ। ଗୁରୁବାର ସ୍ଥାନୀୟ ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ‘ପାଣି ପଞ୍ଚାୟତ…

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଆସିଲେ ନୂଆ ଅତିଥି, ଛୁଟିଲା ଶୁଭେଚ୍ଛାର ସୁଅ

ଭୁବନେଶ୍ବର,୨୨ା୧: ଓଡ଼ିଶାର ଲୋକପ୍ରିୟ ଚଳଚ୍ଚିତ୍ର ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ଘରକୁ ଆସିଛି ନୂଆ ଅତିଥି। ବୁଧବାର ଏହି ଷ୍ଟାର୍ ଦମ୍ପତି ଏକ…

ପୁରୁଣା ଷ୍ଟକ୍‌ ବିକ୍ରି କରିପାରିବେ କି ଗୁଟ୍‌ଖା-ସିଗାରେଟ୍‌ ଦୋକାନୀ? ଆସିଲା ବଡ଼ ଖବର

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ପାନ ଦୋକାନକୁ ଯିବାର ସାଧାରଣ ଚିତ୍ର ସମ୍ପୂର୍ଣ୍ଣ ବଦଳିବାକୁ ଯାଉଛି। ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦ ଦୋକାନରୁ ଉଭାନ ହୋଇଯିବ,…

ମତ୍ସ୍ୟ-ପ୍ରାଣୀ ସମାବେଶ: ମୁଖ୍ୟ ଆକର୍ଷଣ ସାଜିଛି ୪ କୋଟି ଟଙ୍କାର ବାହୁବଳୀ ମଇଁଷି

ଭୁବନେଶ୍ୱର,୨୨ା୧: ରାଜଧାନୀର ଜନତା ମଇଦାନରେ ଚାଲିଥିବା ତିନିଦିନିଆ ‘ମତ୍ସ୍ୟ-ପ୍ରାଣୀ ସମାବେଶ’ରେ ଏକ ‘ମୁରା’ ପ୍ରଜାତିର ମଇଁଷି(ପୋରୁଅ) ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ହରିୟାଣାର କୁରୁକ୍ଷେତ୍ରରୁ ଆସିଥିବା ଏହି…

ଜାନୁଆରୀ ୨୪ରେ ରାଜ୍ୟବ୍ୟାପୀ ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ

ଭୁବନେଶ୍ବର,୨୨ା୧: ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ। ଗୁରୁବାର କଟକଠାରେ ଅନୁଷ୍ଠିତ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଏକ…

ବାଂଲାଦେଶ ପରେ ଧମକ ଦେଲା ପାକିସ୍ତାନ, ଟି20 ବିଶ୍ୱକପ୍‌ କରିବ ବୟକଟ୍‌: ରିପୋର୍ଟ

ନୂଆଦିଲ୍ଲୀ,୨୨ା୧: ୨୦୨୬ ଟି20 ବିଶ୍ୱକପ୍‌ ପୂର୍ବରୁ ବିବାଦ ବଢ଼ିବାରେ ଲାଗିଛି। ଭାରତରେ ନ ଖେଳିବା ଜିଦ୍ ରେ ବାଂଲାଦେଶ ବିଶ୍ୱକପରୁ ଓହରିଯିବା ପରେ ପାକିସ୍ତାନ ମଧ୍ୟ ବୟକଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri