ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର ଦବା ପ୍ରଥା ରହି ଆସିଛି l…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ, ମୁମ୍ୱାଇରେ ସିଏନଜି ଏବେ ମହଙ୍ଗା ହୋଇଛି।…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ ଛାତ୍ରୀ ନିଲମ ତ୍ରିପାଠୀ ୪୫୫ (୯୨%…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ ଗିରଫ କରାଯାଇଛି। ସୂଚନା ଅନୁସାରେ, ବୁଧବାର…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର ସକାଳ ୮ଟାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆରଡି ଛକସ୍ଥିତ ୩ ମହଲା ଘର…

ଗୋଟିଏ ବୁନ୍ଦା ନାହିଁ ପେଟ୍ରୋଲ: ସାରା ଦେଶରେ ବ୍ଲାକ୍‌ଆଉଟ୍‌ ଘୋଷଣା କଲେ ସରକାର, ରାଜଧାନୀରେ…

ହାଭାନା,୧୪।୫: କ୍ୟୁବା ବର୍ତ୍ତମାନ ଏକ ଗମ୍ଭୀର ଇନ୍ଧନ ସଙ୍କଟର ସମ୍ମୁଖୀନ ହେଉଛି। ପରିସ୍ଥିତି ଏତେ ଖରାପ ହୋଇଛି ଯେ ଦେଶରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଡିଜେଲ ଓ ପେଟ୍ରୋଲ ଶେଷ ହୋଇଯାଇଛି। ଫଳସୱରୂପ, ରାଜଧାନୀ ହାଭାନାରେ ବାରମ୍ୱାର ବିଦ୍ୟୁତ୍ତ ବିଭ୍ରାଟ ହେଉଛି।…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ ଓ଼୍ବାର୍କ ଫର୍ମ ହୋମ୍‌ ନୀତି କାର୍ଯ୍ୟକାରୀ କରିଛନ୍ତି। କେବଳ 50% ଗ୍ରୁପ ସି…

ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ

ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ କରିଥିଲେ। ଦୁଇ ନେତା ଏକ ଦ୍ୱିପାକ୍ଷିକ ବୈଠକ କରିଥିଲେ। ବୈଠକ ସମୟରେ ଜିନପିଙ୍ଗ…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ କରୁଥିବା ଏକ ଟ୍ରେନ ଆଶା ପୂରଣ କରିଛନ୍ତି। ପୁଣି ଏକ ନୂତନ ଟ୍ରେନ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି ଏବେ ଭାରତ ଅଭିମୁଖେ ଯାଉଛି। ଭାରତୀୟ ନୌସେନା ଏବଂ ଅନ୍ୟାନ୍ୟ ଏଜେନ୍ସି ଜାହାଜକୁ…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି ଇତିହାସ ସୃଷ୍ଟି କରିଥିଲେ। ଟି-୨୦ କ୍ରିକେଟ୍‌ରେ ସର୍ବାଧିକ ଶତକ ସହିତ ଭାରତୀୟ ବ୍ୟାଟ୍ସମ୍ୟାନ…

ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରତିବନ୍ଧକ ସେପ୍ଟେମ୍ବର ୩୦, ୨୦୨୬ ପର୍ଯ୍ୟନ୍ତ…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ ଟ୍ରମ୍ପ ନିଜର ‘ଟ୍ରୁଥ୍‌ ସୋସିଆଲ’ ପ୍ଲାଟ୍‌ଫର୍ମରେ ଭେନେଜୁଏଲାର ଏକ ମାନଚିତ୍ର ପୋଷ୍ଟ କରିଛନ୍ତି,…

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ ଯୁଗର ନିର୍ମାଣ କୌଶଳ ଓ ସେ ସମୟର ସମାଜ ବିଷୟରେ ଅନେକ ନୂତନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri