ବନ୍ଧୁତା , ଏ ଶବ୍ଦଟି ସତରେ କେତେ ମଧୁର ତାର ଜ୍ୱଳନ୍ତ ଦୃଶ୍ୟ ଏଇ ବୁଲା ଷଣ୍ଢ ଓ ବୁଲା କୁକୁର ଦୋସ୍ତିକୁ ଦେଖି ଜାଣିପାରୁଥିବେ । ଦୁହେଁ ଏକାଠି ବୁଲୁଛନ୍ତି ଏକାଠି ବସୁଛନ୍ତି । ଆମେ ଦେଖିଛେ ବୁଲା ଗାଇ ଗୋରୁ, ଷଣ୍ଢକୁ ଦେଖିଲେ କୁକୁରମାନେ ଭୋକୁଥାଆନ୍ତି । ହେଲେ ଏଠି କିନ୍ତୁ ଦୃଶ୍ୟ ଅଲଗା ।
ବନ୍ଧୁତା , ଏ ଶବ୍ଦଟି ସତରେ କେତେ ମଧୁର ତାର ଜ୍ୱଳନ୍ତ ଦୃଶ୍ୟ ଏଇ ବୁଲା ଷଣ୍ଢ ଓ ବୁଲା କୁକୁର ଦୋସ୍ତିକୁ ଦେଖି ଜାଣିପାରୁଥିବେ । ଦୁହେଁ ଏକାଠି ବୁଲୁଛନ୍ତି ଏକାଠି ବସୁଛନ୍ତି । ଆମେ ଦେଖିଛେ ବୁଲା ଗାଇ ଗୋରୁ, ଷଣ୍ଢକୁ ଦେଖିଲେ କୁକୁରମାନେ ଭୋକୁଥାଆନ୍ତି । ହେଲେ ଏଠି କିନ୍ତୁ ଦୃଶ୍ୟ ଅଲଗା ।
ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...
ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...
ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...
ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...
ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...
ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍ BCCI ସହ...
ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...
ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...
