Posted inଜାତୀୟ

ଭଡ଼ାଘରେ ଆର୍‌ଜେ ସିମରନ୍‌ଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ…

ନୂଆଦିଲ୍ଲୀ,୨୬।୧୨: ଜମ୍ମୁର ଲୋକପ୍ରିୟ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ତଥା ଆର୍‌ଜେ ସିମରନ୍‌ ସିଂଙ୍କ ଆତ୍ମହତ୍ୟା। ତାଙ୍କୁ ମାତ୍ର ୨୫ ବର୍ଷ ହୋଇଥିଲା। ତେବେ ତାଙ୍କ ମୃତଦେହକୁ ଗୁରୁଗାଓଁ ସ୍ଥିତ ସେକ୍ଟର ୪୬ର ଏକ ଭଡ଼ା ଆପାର୍ଟମେଣ୍ଟରୁ ଜବତ କରାଯାଇଛି। ପୋଲିସ ଏହା ଆତ୍ମହତ୍ୟା ବୋଲି ସ୍ପଷ୍ଟ କରିଛି।

ଝୁଲନ୍ତା ଅବସ୍ଥାରେ ଆପାର୍ଟମେଣ୍ଟରୁ ଉଦ୍ଧାର କରାଯିବା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏବେ ତାଙ୍କର ପୋଷ୍ଟମର୍ଟମ ଶେଷ ହୋଇଛି। ତାଙ୍କ ମୃତଦେହକୁ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ଆର୍‌ଜେ ସିମରନଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକମାନେ ସ୍ତବ୍ଧ ହୋଇଯାଇଛନ୍ତି। ଅପରପକ୍ଷେ ପୋଲିସକୁ ମୃତଦେହ ନିକଟରେ କୌଣସି ଲେଟର କିମ୍ବା ନୋଟ୍‌ ମିଳିନାହିଁ। ଏମିତିରେ ପୋଲିସ ଘଟଣାର ଯାଞ୍ଚ କରୁଛି।

ଇନଷ୍ଟାଗ୍ରାମରେ ସିମରନ୍‌ ସପ୍ତାହେ ପୂର୍ବେ ପୋଷ୍ଟ କରିଥିଲେ। ଏବେ ପ୍ରଶଂସକମାନେ ସେଠାରେ ପ୍ରତିକ୍ରିୟା ରଖୁଛନ୍ତି।

 

View this post on Instagram

 

A post shared by RJ SIMRAN (@rjsimransingh)

ପୋଲିସ ମୁତାବକ, ସିମରନ୍‌ଙ୍କ ଘରଲୋକଙ୍କ କହିବାନୁଯାୟୀ ତାଙ୍କ ଝିଅ ଦୀର୍ଘଦିନରୁ ଚିନ୍ତାରେ ରହିଥିଲେ। କୌଣସି ସମସ୍ୟା ଯୋଗୁ ସେ ଏତେବଡ଼ ପଦକ୍ଷେପ ନେଇପାରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri